ସଦସ୍ୟତା ନିଅନ୍ତୁ
ପୃଷ୍ଠା ଠିକଣା କ୍ଲିପବୋର୍ଡରେ କପି ହୋଇଛି ।
ଅର୍ଥ : ଡେଇଁବାକାମ ଅନ୍ୟ କାହାରିଦ୍ୱାରା କରାଇବା
ଉଦାହରଣ : ଚୋରି କରିବାପାଇଁ ଚୋର ତା ସାଥୀକୁ ହତା ଭିତରକୁ ଡିଆଁଇଲା
ସମକକ୍ଷ : କୁଦା ମରାଇବା, କୁଦା ମରେଇବା, କୁଦେଇବା, ଡିଆଁ ମରାଇବା, ଡିଆଁ ମରେଇବା, ଡିଆଁଇବା, ଡିଏଁଇବା
ଅନ୍ୟ ଭାଷାରେ ଅନୁବାଦ :हिन्दी English
कुदाने का काम दूसरे से कराना।
Cause to jump or leap.
ସଂସ୍ଥାପନ କରନ୍ତୁ