ଅର୍ଥ : ସ୍ଥିର କରାଯାଇଥିବା ନିୟମ ଓ ବିଧାନ, ଯାହାର ପାଳନ ସମସ୍ତଙ୍କପାଇଁ ଆବଶ୍ୟକ ଓ ଅନିବାର୍ଯ୍ୟ ଏବଂ ଯାହାର ଉଂଲଘନ କଲେ ମନୁଷ୍ୟ ଦଣ୍ଡିତ ହୁଏ ବା ହୋଇପାରେ
ଉଦାହରଣ :
ନିୟମ ବିପରୀତ କୌଣସି ବି କାର୍ଯ୍ୟ ଆପଣଙ୍କୁ ସଙ୍କଟରେ ପକାଇପାରେ
ସମକକ୍ଷ : ଆଇନ, କାନୁନ, ନିୟମ, ବିଧାନ
ଅନ୍ୟ ଭାଷାରେ ଅନୁବାଦ :
Legal document setting forth rules governing a particular kind of activity.
There is a law against kidnapping.ଅର୍ଥ : ସେହି କାର୍ଯ୍ୟ ବା ପ୍ରଯତ୍ନ ବା ସାଧନ ଯାହାଦ୍ୱାରା ଅଭୀଷ୍ଟକୁ ପ୍ରାପ୍ତ କରିହୁଏ
ଉଦାହରଣ :
ଏପରି ଏକ ଉପାୟ ବତାନ୍ତୁ, ଯାହାଦ୍ୱାରା ଏହି କାର୍ଯ୍ୟ ସହଜ ହୋଇପାରିବ
ସମକକ୍ଷ : ଉପାୟ, ପ୍ରଯତ୍ନ, ବାଟ, ମାର୍ଗ, ଯତ୍ନ, ରାସ୍ତା, ସାଧନ
ଅନ୍ୟ ଭାଷାରେ ଅନୁବାଦ :
वह कार्य या प्रयत्न जिससे अभीष्ट तक पहुँचा जाए।
कोई ऐसा उपाय बताइए जिससे यह काम आसानी से हो जाए।