ଅର୍ଥ : କିଛି ତରଳ ପଦାର୍ଥକୁ କୌଣସି ବସ୍ତୁ ଉପରେ ଏପରି ଲଗାଇବା ଯାହା ତା ଉପରେ ଲାଗିରହିବ
ଉଦାହରଣ :
ଦିପାବଳୀ ସମୟରେ ଘରକୁ ରଙ୍ଗରେ ଲିପାଯାଇଥାଏ
ସମକକ୍ଷ : ଲିପିବା, ଲେପନ କରିବା
ଅନ୍ୟ ଭାଷାରେ ଅନୁବାଦ :
कोई घोल किसी वस्तु पर इस प्रकार लगाना कि वह उस पर बैठ या जम जाए।
दिवाली के समय घर को रंगों आदि से पोतते हैं।