ಅರ್ಥ : ଯାହା ଟଳିବ ନାହିଁ, ନିଶ୍ଚୟ ହିଁ ଘଟିବ
ಉದಾಹರಣೆ :
ଜନ୍ମ ନେଉଥିବା ସବୁ ଜୀବର ମୃତ୍ୟୁ ଅବଶ୍ୟମ୍ଭାବୀ
ಸಮಾನಾರ್ಥಕ : ଅନିବାର୍ଯ୍ୟ, ଅବଶ୍ୟମ୍ଭାବୀ, ନିଶ୍ଚିତ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଯେ ନିଷ୍ପତ୍ତି ବଦଳାଏ ନାହିଁ
ಉದಾಹರಣೆ :
ଭୀଷ୍ମ ପିତାମହ ବିବାହ ନକରିବାକୁ ଦୃଢ଼ ପ୍ରତିଜ୍ଞା କରିଥିଲେ ସେ ନିଜ ନିଷ୍ପତ୍ତି ଉପରେ ଅଟଳ ରହିଲେ
ಇತರ ಭಾಷೆಗಳಿಗೆ ಅನುವಾದ :