ಅರ್ಥ : ସାଂଖ୍ୟ ଶାସ୍ତ୍ର ଅନୁସାରେ ଧନ ଉପାର୍ଜନର ପରିଶ୍ରମ ଓ ନିନ୍ଦାରୁ ଅବ୍ୟାହତି ଯୋଗୁଁ ହିଁ ଯେଉଁ ପ୍ରସନ୍ନତା ପ୍ରାପ୍ତ ହୋଇଥାଏ
ಉದಾಹರಣೆ :
ଲକ୍ଷ ପ୍ରଯତ୍ନ ବି ତାଙ୍କୁ ଅପାର ପ୍ରଦାନ କରି ନପାରେ
ಇತರ ಭಾಷೆಗಳಿಗೆ ಅನುವಾದ :
सांख्यशास्त्रानुसार वह तुष्टि जो धनोपार्जन के परिश्रम और निंदा से छुटकारा पाने पर होती है।
लक्ष प्रयत्न भी उन्हें अपार प्रदान न कर सके।ಅರ್ಥ : ଯାହାର ସୀମା ନାହିଁ
ಉದಾಹರಣೆ :
ସନ୍ଥ ଭଗବାନଙ୍କ ଅସୀମ ଲୀଳାର ଗୁଣଗାନ କରୁଛନ୍ତି ହରି ଅନନ୍ତ,ହରି କଥା ଅଶେଷ
ಸಮಾನಾರ್ಥಕ : ଅନନ୍ତ, ଅନାଦି, ଅପରିମେୟ, ଅପରିହିତ, ଅମାପ, ଅମୀତ, ଅସୀମ, ଅସୀମିତ, ସୀମାହୀନ
ಇತರ ಭಾಷೆಗಳಿಗೆ ಅನುವಾದ :
जिसकी सीमा न हो।
संतजी भगवान की असीम लीला का गुणगान कर रहे हैं।ಅರ್ಥ : ଯାହାର ଗଭୀରତା ବା ଗଭୀରତାର ଶେଷସ୍ତରର ପତ୍ତା ମିଳେ ନାହିଁ
ಉದಾಹರಣೆ :
ପଣ୍ଡିତ ସୁନୀଲଙ୍କର ଅଗାଧ ଜ୍ଞାନ
ಇತರ ಭಾಷೆಗಳಿಗೆ ಅನುವಾದ :