ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ଆଦାୟ କରିବା ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ଆଦାୟ କରିବା   କ୍ରିୟାପଦ

ಅರ್ಥ : ଲୋକଙ୍କଠାରୁ ଧନ ବା ଅନ୍ୟ କୌଣସି ବସ୍ତୁ ନେଇ ଏକାଠି କରିବା

ಉದಾಹರಣೆ : ରାଜସ୍ୱ ନିରୀକ୍ଷକ ଖଜଣା ଆଦାୟ କରୁଛନ୍ତି ଗୁଣ୍ଡାମାନେ ନିଜନିଜ ଅଂଚଳରେ ସାପ୍ତାହିକ ବଟି ଆଦାୟ କରନ୍ତି

ಸಮಾನಾರ್ಥಕ : ଅସୁଲ କରିବା


ಇತರ ಭಾಷೆಗಳಿಗೆ ಅನುವಾದ :

लोगों से धन या और कोई वस्तु लेकर इकट्ठा करना।

पटवारी मालगुजारी वसूल रहा है।
पञ्चायत ने निर्धनों की सहायता के लिये चन्दा उगाहना आरम्भ कर दिया है।
उगहना, उगाहना, उग्रहना, उघाना, वसूल करना, वसूलना

Impose and collect.

Levy a fine.
impose, levy

ಅರ್ಥ : ଲୋକମାନଙ୍କଠାରୁ ଧନ ବା ଅନ୍ୟ କୌଣସି ବସ୍ତୁ ନେଇକରି ଏକାଠି କରିବା

ಉದಾಹರಣೆ : ଜମିଦାର ଲୋକଙ୍କଠାରୁ କର ଆଦାୟ କଲେ

ಸಮಾನಾರ್ಥಕ : ଅସୁଲ କରିବା

ಅರ್ಥ : ଅନ୍ୟଠାରୁ ନିଜର ଧନ ବା ବସ୍ତୁ ନେବା

ಉದಾಹರಣೆ : ମହାଜନ ଆସାମୀମାନଙ୍କଠାରୁ ଦୁଇଗୁଣା ଆଦାୟ କରନ୍ତି

ಸಮಾನಾರ್ಥಕ : ଅସୁଲ କରିବା


ಇತರ ಭಾಷೆಗಳಿಗೆ ಅನುವಾದ :

दूसरे से अपना धन या वस्तु लेना।

महाजन आसामियों से दुगुना वसूलता है।
वसूलना