ಅರ್ಥ : କୌଣସି କଥାର ବିଚାର କିମ୍ବା ବିବେଚନା
ಉದಾಹರಣೆ :
ସମ୍ମିଳିତ ଭାବରେ ବେରୋଜଗାରୀ ଉପରେ ବିଚାର ବିମର୍ଶ କରାଯାଉଅଛି
ಸಮಾನಾರ್ಥಕ : ବିଚାର ବିମର୍ଶ, ବିଶ୍ଳେଷଣ, ସମାଲୋଚନା
ಇತರ ಭಾಷೆಗಳಿಗೆ ಅನುವಾದ :
किसी बात का विचार या विवेचन।
गोष्ठी में बेरोज़गारी के ऊपर विचार विमर्श किया जा रहा है।An exchange of views on some topic.
We had a good discussion.ಅರ್ಥ : ଭଲଭାବରେ ଏବଂ ସତର୍କତାର ସହିତ କୌଣସି ସାହିତ୍ୟିକ କୃତିର ଗୁଣ ଓ ଦୋଷକୁ ବିବେଚନା କରାଯାଉଥିବା ଲେଖା
ಉದಾಹರಣೆ :
ଶିକ୍ଷୟତ୍ରୀ ନାଟକର ସମାଲୋଚନା ଲେଖିବାପାଇଁ କହିଲେ
ಸಮಾನಾರ್ಥಕ : ସମାଲୋଚନା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି କଥା ବା କାମର ଗୁଣ ଦୋଷ ଆଦି ସମ୍ବନ୍ଧରେ ପ୍ରକଟ କରାଯାଉଥିବା ବିଚାର
ಉದಾಹರಣೆ :
ସେ ଆଲୋଚନା ଶୁଣି ମଧ୍ୟ ଅପ୍ରଭାବିତ ରହିଲେ
ಸಮಾನಾರ್ಥಕ : ଟୀକା, ଟୀପ୍ପଣୀ, ସମାଲୋଚନା
ಇತರ ಭಾಷೆಗಳಿಗೆ ಅನುವಾದ :
किसी बात या कार्य के गुण दोष आदि के संबंध में प्रकट किया जाने वाला विचार।
वे आलोचना सुनकर भी अप्रभावित रहे।ಅರ್ಥ : ବିଚାର ପୂର୍ବକ ନିର୍ଣ୍ଣୟ କରାଯାଇଥିବା କାର୍ଯ୍ୟ
ಉದಾಹರಣೆ :
ଆଜିର ସଭାରେ ତୁଳସୀ ଦାସଙ୍କ ରଚନାଆଦିର ଆଲୋଚନା କରାଗଲା
ಇತರ ಭಾಷೆಗಳಿಗೆ ಅನುವಾದ :
The process of giving careful thought to something.
considerationಅರ್ಥ : କୌଣସି ବିଷୟରେ ହେଉଥିବା କଥା ବାର୍ତ୍ତା
ಉದಾಹರಣೆ :
ସେଠାରେ ଯୌତୁକ ପ୍ରଥା ଉପରେ ଆଲୋଚନା ହେଉଛି
ಸಮಾನಾರ್ಥಕ : ଗୋଷ୍ଠୀ, ଚର୍ଚ୍ଚା, ପରିଚର୍ଚ୍ଚା, ମିଟିଙ୍ଗ, ସଂଗୋଷ୍ଠୀ
ಇತರ ಭಾಷೆಗಳಿಗೆ ಅನುವಾದ :
किसी विषय पर की जाने वाली बात-चीत।
वहाँ दहेज प्रथा के ऊपर चर्चा की जा रही है।An exchange of views on some topic.
We had a good discussion.ಅರ್ಥ : ଦୁଇ ବା ଦୁଇରୁ ଅଧିକ ବ୍ୟକ୍ତିଙ୍କ କୌଣସି ପ୍ରସଙ୍ଗ ଉପରେ ଆପୋସ ଆଲୋଚନା
ಉದಾಹರಣೆ :
ଆମେ ତୁମ ବିଷୟରେ ହିଁ ଆଲୋଚନା କରୁଥିଲୁ ଏତେ ଦିନ ପରେ ଦେଖାହେଲେ ବି ଶ୍ୟାମ ମୋ ସହିତ କଥା କହିଲା ନାହିଁ
ಸಮಾನಾರ್ಥಕ : କଥା, କଥାବାର୍ତ୍ତା, ବାର୍ତ୍ତାଳାପ
ಇತರ ಭಾಷೆಗಳಿಗೆ ಅನುವಾದ :
दो या दो से अधिक व्यक्तियों का किसी प्रकरण पर आपस में कुछ कहना।
हम लोग तुम्हारे बारे में ही बात कर रहे थे।Talk socially without exchanging too much information.
The men were sitting in the cafe and shooting the breeze.