ಅರ್ಥ : ଯେଉଁ ଫୁଲରେ କଢ଼ ରୂପରେ ଫଳର ମୂଳ ରୂପ ମଧ୍ୟ ଥାଏ
ಉದಾಹರಣೆ :
ପିଲାଟି କାକୁଡ଼ିର କଷି ଭାଙ୍ଗିଦେଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ନୂଆ ପ୍ରସବ କରିଥିବା ଗାଈ
ಉದಾಹರಣೆ :
ନିଜ ଛୋଟ ପିଲାକୁ ଦୁଧ ପିଆଇବାପାଇଁ ଗୋପାଳ ଗୋଟିଏ ପୋରୁହାଁ ଗାଈ କିଣିଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଅଳ୍ପ ଦିନିଆ ଛୋଟ ଫଳ କମଦିନର ଧରିଥିବା ଛୋଟଫଳ
ಉದಾಹರಣೆ :
ଲାଉରେ କଷି ଧରିବା ଆରମ୍ଭ ହୋଇଗଲାଣି
ಇತರ ಭಾಷೆಗಳಿಗೆ ಅನುವಾದ :