ಅರ್ಥ : କୌଣସି ଯାନରେ ଯେଉଁ ପାତ୍ରରେ ଇନ୍ଧନ ଆଦି ଭର୍ତ୍ତି ହୁଏ
ಉದಾಹರಣೆ :
ଏହି କାରର ଟାଙ୍କିରେ ଗୋଟିଏ କଣା ହୋଇଯାଇଛି
ಸಮಾನಾರ್ಥಕ : ଟେଙ୍କ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ତରଳ ପଦାର୍ଥ ବା ଗ୍ୟାସ୍ ରଖିବାପାଇଁ ଏକ ଢାଙ୍କୁଣିବାଲା କୁଣ୍ଡ
ಉದಾಹರಣೆ :
ଟାଙ୍କିରେ ପାଣି ଭର୍ତ୍ତିକରି ରଖ କାରଣ କାଲି ପାଣି ଆସିବନାହିଁ
ಸಮಾನಾರ್ಥಕ : କୁଣ୍ଡ
ಇತರ ಭಾಷೆಗಳಿಗೆ ಅನುವಾದ :