ಅರ್ಥ : ନଦୀ, ସମୁଦ୍ରଆଦିର ପାଣିରେ ଅଳ୍ପ ଦୂରରେ କିଛି ସମୟ ରହିରହି ଉଠୁଥିବା ଜଳରାଶି ଯାହା ବାରମ୍ବାର ଆଗକୁ ମାଡ଼ିଆସିବା ପରି ଜଣାପଡ଼େ
ಉದಾಹರಣೆ :
ସମୁଦ୍ରର ଲହଡ଼ି ବେଳାଭୂମିରେ ବାଧାପାଇ ଉପରକୁ ଉଠୁଅଛି
ಇತರ ಭಾಷೆಗಳಿಗೆ ಅನುವಾದ :
One of a series of ridges that moves across the surface of a liquid (especially across a large body of water).
moving ridge, waveಅರ್ಥ : ପ୍ରାକୃତିକ କିମ୍ବା କୃତିମ କାରଣରୁ ଉତ୍ପନ୍ନ ହେଉଥିବା କୌଣସି ବସ୍ତୁର ଲହରୀ ଯାହା କୌଣସି ଶରୀର ବା ବାତାବରଣରେ ଖେଳିଯାଏ
ಉದಾಹರಣೆ :
ବିଜୁଳୀରେ ମଧ୍ୟ ତରଙ୍ଗ ଥାଏ
ಸಮಾನಾರ್ಥಕ : ଲହରୀ
ಇತರ ಭಾಷೆಗಳಿಗೆ ಅನುವಾದ :
A movement like that of a sudden occurrence or increase in a specified phenomenon.
A wave of settlers.ಅರ್ಥ : କାଠ, ଧାତୁଆଦିର ବଡ଼ଖଣ୍ଡ ଅଥବା ବିଭିନ୍ନ ସ୍ୱର ଉତ୍ପନ୍ନ କରି ପାରୁଥିବା ଏକ ପ୍ରକାରର ଅନ୍ୟ ଯନ୍ତ୍ରକୁ ବାଜାରୂପରେ ପ୍ରଯୁକ୍ତ କଲେ ବାହାରୁଥିବା ସଙ୍ଗୀତ
ಉದಾಹರಣೆ :
ବିରଜୁ ମହାରାଜା ଆମମାନଙ୍କୁ ଘୁଙ୍ଗୁର ତରଙ୍ଗ ଶୁଣାଇଲେ
ಸಮಾನಾರ್ಥಕ : ତରଂଗ
ಇತರ ಭಾಷೆಗಳಿಗೆ ಅನುವಾದ :
लकड़ी, धातु आदि के विशिष्ट आकार के टुकड़ों अथवा सब स्वर उत्पन्न करनेवाले एक ही तरह के दूसरे साधनों को बाजे के रूप में प्रयुक्त करने पर उत्पन्न संगीत।
बिरजू महाराज ने हमें घुँघरू तरंग सुनाई।ಅರ್ಥ : ମନରେ ଉତ୍ପନ୍ନ ହେଉଥିବା ଏକ ସୁଖଦାୟକ ମନୋବେଗ ଯାହା କୌଣସି ପ୍ରିୟ ବା ଅଭିଷ୍ଟ କାମ କରିବା ନିମନ୍ତେ ହୋଇଥାଏ
ಉದಾಹರಣೆ :
କନ୍ୟା ମନରେ ପ୍ରିୟତମ ସହ ମିଳନ ନିମନ୍ତେ ଉତ୍ସାହର ଢ଼େଉ ଖେଳିଯାଏ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ରୋଗ ବା ପୀଡ଼ା ଆଦିର ରହି ରହି ହେଉଥିବା ବେଗ
ಉದಾಹರಣೆ :
ଯନ୍ତ୍ରଣାର ଲହର ଉଠିବା ମାତ୍ରେ ସେ ଚିତ୍କାର କରି ଉଠୁଥିଲା
ಸಮಾನಾರ್ಥಕ : ଲହର
ಇತರ ಭಾಷೆಗಳಿಗೆ ಅನುವಾದ :
Something that rises rapidly.
A wave of emotion swept over him.