ಅರ್ಥ : କୌଣସି ବସ୍ତୁ, ବ୍ୟକ୍ତିଆଦିର କାମକରିବାରେ ଯୋଗ୍ୟତା ଅଛି କି ନାହିଁ ଜାଣିବାପାଇଁ ପରୀକ୍ଷା କରିବା
ಉದಾಹರಣೆ :
ଏହି ଛୋଟ କାମ୍ ଜରିଆରେ ମୁଁ ତାକୁ ପରୀକ୍ଷା କରୁଛି କି ସେ ମୋ କାମପାଇଁ ଯୋଗ୍ୟ କି ନୁହେଁ
ಸಮಾನಾರ್ಥಕ : ଅବଲୋକନ କରିବା, ଦେଖିବା, ପରଖିବା, ପରୀକ୍ଷା କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी वस्तु, व्यक्ति आदि के गुण, दोष को जाँचना कि यह अमुक काम के योग्य है कि नहीं।
इस छोटे से कार्य के जरिए मैं उसको परख रहा हूँ कि वह मेरे काम का है या नहीं।To look at critically or searchingly, or in minute detail.
He scrutinized his likeness in the mirror.ಅರ್ಥ : ଯୋଗ୍ୟତା, ବେଶେଷତା, ସାମର୍ଥ୍ୟ, ଗୁଣଆଦି ଜାଣିବାପାଇଁ ଶୋଧ ସମ୍ବନ୍ଧୀୟ କାମ କରିବା ବା କିଛି ବିଶେଷ କାମ କରିବା
ಉದಾಹರಣೆ :
ବଣିଆ ସୁନାର ଶୁଦ୍ଧତା ପରୀକ୍ଷା କରେ
ಸಮಾನಾರ್ಥಕ : ଜାଞ୍ଚ କରିବା, ପରୀକ୍ଷା କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
योग्यता, विशेषता, सामर्थ्य, गुण आदि जानने के लिए शोध संबंधी कार्य करना या कुछ विशेष काम करना।
सोनार सोने की शुद्धता परखता है।