ಅರ್ಥ : କୌଣସି ସ୍ଥାନରେ ପହଞ୍ଚିବାର ପ୍ରକ୍ରିୟା
ಉದಾಹರಣೆ :
ଆଜି ତାଙ୍କର ଭୁବନେଶ୍ୱରରେ ପହଞ୍ଚିବା ଦରକାର
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗୋଟିଏ ସ୍ଥାନରୁ ଆସି ଅନ୍ୟ ସ୍ଥାନରେ ଉପସ୍ଥିତ ହେବା
ಉದಾಹರಣೆ :
ଶ୍ୟାମ ଆଜି ଆସିବ ସେ ଆଜି ହିଁ ଦିଲ୍ଲୀରେ ପହଞ୍ଚିଲା
ಸಮಾನಾರ್ಥಕ : ଆଗମନ କରିବା, ଆସିବା, ଉପସ୍ଥିତ ହେବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ପଦ, ସ୍ଥାନ ଆଦି ପର୍ଯ୍ୟନ୍ତ ପହଞ୍ଚିବା
ಉದಾಹರಣೆ :
ବିନୋଦ ଭଳି ମୁଁ ମଧ୍ୟ ଆଜି କଲେକ୍ଟର ପଦ ପର୍ଯ୍ୟନ୍ତ ପହଞ୍ଚିଛି ନିଜ ପରିଶ୍ରମ ବଳରେ ସେ ଏହି ପର୍ଯ୍ୟନ୍ତ ପହଞ୍ଚିଛନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାକୁ ଠିକ ଜାଗାରେ ପହଞ୍ଚେଇବା
ಉದಾಹರಣೆ :
ଡଙ୍ଗା ନଦୀ କୂଳରେ ଲାଗିଲା
ಸಮಾನಾರ್ಥಕ : ଲାଗିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଖବର ରଖିବା ବା ବୁଝେଇବାରେ ସମର୍ଥ ହେବା
ಉದಾಹರಣೆ :
ଅନ୍ତତଃ ମୁଁ ଏହି ନିଷ୍କର୍ଷରେ ପହଞ୍ଚିଲି
ಸಮಾನಾರ್ಥಕ : ଉପନୀତ ହେବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଅଭିପ୍ରାୟ ବା ଉଦ୍ଦେଶ୍ୟ ବୁଝିବା
ಉದಾಹರಣೆ :
ମୁଁ ବହୁତ କଷ୍ଟରେ ଏହି କଥାର ମୂଳରେ ପହଞ୍ଚିଲି
ಸಮಾನಾರ್ಥಕ : ଉପନୀତ ହେବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ପଠାଯାଇଥିବା ବା ଆସିଥିବା ବସ୍ତୁ କାହାକୁ ପ୍ରାପ୍ତ ହେବା
ಉದಾಹರಣೆ :
ତିନି ସପ୍ତାହ ପୂର୍ବରୁ ପଠାଯାଇଥିବା ଚିଠି ମୋ ପାଖରେ ଏବେ ପର୍ଯ୍ୟନ୍ତ ପହଞ୍ଚିନାହିଁ
ಸಮಾನಾರ್ಥಕ : ମିଳିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏକ ଅବସ୍ଥାରୁ ଅନ୍ୟ ଅବସ୍ଥାକୁ ପ୍ରାପ୍ତ ହେବା
ಉದಾಹರಣೆ :
ରହିମ ଏବେ ମରଣାସନ୍ନ ଅବସ୍ଥାରେ ପହଞ୍ଚିଛନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ସ୍ଥାନ ପର୍ଯ୍ୟନ୍ତ ବିସ୍ତାରିତ ହେବା
ಉದಾಹರಣೆ :
ବନ୍ୟାର ପାଣି ଗାଁ ପର୍ଯ୍ୟନ୍ତ ପହଞ୍ଚିଗଲା
ಸಮಾನಾರ್ಥಕ : ବିସ୍ତାରିତ ହେବା, ମାଡ଼ିବା
ಇತರ ಭಾಷೆಗಳಿಗೆ ಅನುವಾದ :