ಅರ್ಥ : ଶରୀରରେ ଥିବା ପଞ୍ଚବାୟୁ ମଧ୍ୟରୁ ଗୋଟିଏ ଯାହା ମୁଖରେ ସଂଚରଣ କରେ
ಉದಾಹರಣೆ :
ପ୍ରାଣବାୟୁ ଶରୀର ନିମନ୍ତେ ଅତ୍ୟନ୍ତ ମହତ୍ତ୍ୱପୂର୍ଣ୍ଣ କାରଣ ଏହାଦ୍ୱାରା ଶରୀରର ଚେତନା ରହେ
ಸಮಾನಾರ್ಥಕ : ପ୍ରାଣବାୟୁ
ಇತರ ಭಾಷೆಗಳಿಗೆ ಅನುವಾದ :
शरीर में स्थित पंचवायु में से एक जो मुख प्रदेश में संचरण करती है।
प्राण वायु शरीर के लिए अत्यन्त महत्त्वपूर्ण है क्योंकि शरीर में चेतनता इसी के द्वारा रहती है।ಅರ್ಥ : ପ୍ରାୟଃ ସର୍ବତ୍ର ଚଳମାନ ଏକ ତତ୍ତ୍ୱ ଯାହା ସାରା ପୃଥିବୀରେ ବ୍ୟାପ୍ତ ଏବଂ ଯେଉଁଥିରେ ପ୍ରାଣୀ ଶ୍ୱାସ ନେଇଥାନ୍ତି
ಉದಾಹರಣೆ :
ପବନ ଅଭାବରେ ଜୀବନ କଳ୍ପନା କରାଯାଇପାରିବ ନାହିଁ
ಸಮಾನಾರ್ಥಕ : ଅନିଳ, ଜୀବନ, ପବନ, ବାୟୁ, ମରୁତ, ସମୀର
ಇತರ ಭಾಷೆಗಳಿಗೆ ಅನುವಾದ :
प्रायः सर्वत्र चलता रहने वाला वह तत्व जो सारी पृथ्वी पर व्याप्त है और जिसमें प्राणी साँस लेते हैं।
हवा के अभाव में जीवन की कल्पना नहीं की जा सकती।ಅರ್ಥ : ପ୍ରାଣୀମାନଙ୍କର ସେହି ଚେତନ ଶକ୍ତି ଯେଉଁଥିପାଇଁ ସେ ଜୀବିତ ରହନ୍ତି
ಉದಾಹರಣೆ :
ଶରୀରରୁ ପ୍ରାଣର ବର୍ହିଗମନ ହେଉଛି ମୃତ୍ୟୁ
ಸಮಾನಾರ್ಥಕ : ଜୀବ, ଜୀବନ, ଜୀବନ ଶକ୍ତି, ପ୍ରାଣଶକ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
The vital principle or animating force within living things.
spiritಅರ್ಥ : ଜୀବିତ ପ୍ରାଣୀ
ಉದಾಹರಣೆ :
ପହଁରାଳୀଙ୍କ ଯୋଗୁଁ ବଢ଼ିରେ ବୁଡ଼ି ଯାଉଥିବା ଅନେକ ଜୀବନ ବଞ୍ଚିଗଲା
ಸಮಾನಾರ್ಥಕ : ଜୀବନ
ಇತರ ಭಾಷೆಗಳಿಗೆ ಅನುವಾದ :