ಅರ್ಥ : ଲାକ୍ଷଣିକ ଅର୍ଥରେ ,କିଛି ଏପରି ଯୁକ୍ତି ଯେଉଁଥିନେଇ କୌଣସି ବାହାର ଲୋକ ପ୍ରାୟତଃ ଅସାବଧାନତାବଶତଃ ଧୋକା ଖାଏ
ಉದಾಹರಣೆ :
ତୁମରି ଫାନ୍ଦରେ କେହିବି ଫସିଯିବ
ಸಮಾನಾರ್ಥಕ : କୌଶଳ, ଚାଲ୍, ଜାଲ, ଫାଶ
ಇತರ ಭಾಷೆಗಳಿಗೆ ಅನುವಾದ :
लाक्षणिक अर्थ में, कोई ऐसी युक्ति जिसके कारण कोई दूसरा व्यक्ति प्रायः असावधानी के कारण धोखा खाता हो।
तुम्हारे जाल में कोई भी फँस जाएगा।ಅರ್ಥ : ଦଉଡ଼ିରେ ତିଆରି ହୋଇଥିବ ଗଣ୍ଡା ଯାହାଦ୍ୱାରା ଜୀବଜନ୍ତୁ ବନ୍ଧାହୁଅନ୍ତି କିମ୍ବା କଷି ହୋଇ ବାଂଧି ଦେଲେ ମରିଯାଆନ୍ତି
ಉದಾಹರಣೆ :
ଶିକାରୀ ଠେକୁଆକୁ ଫାଶରେ ବାନ୍ଧି ଦେଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏପରି କରାଯାଇଥିବା ବ୍ୟବସ୍ଥା ବା ପରିସ୍ଥିତି ଯେଉଁଥିରେ ପଶିଲେ ମୁକୁଳିବାର ବାଟ ନଥାଏ
ಉದಾಹರಣೆ :
ପୁଲିସ୍ ଖୁଣୀକୁ ଧରିବା ଲାଗି ଜାଲ ବିଛାଇ ଚାଲିଛି
ಇತರ ಭಾಷೆಗಳಿಗೆ ಅನುವಾದ :