ಸದಸ್ಯನಾಗು
ಪುಟ ವಿಳಾಸವನ್ನು ಕ್ಲಿಪ್ ಬೋರ್ಡ್ ಗೆ ನಕಲಿಸಿ.
ಅರ್ಥ : ଯାହା ଅନୁକୂଳ ନୁହେଁ ବା ହିତ ସାଧନରେ ସହାୟକ ନୁହେଁ
ಉದಾಹರಣೆ : ପରିସ୍ଥିତି ପ୍ରତିକୂଳ ହେବା ଦେଖି ସେ ଉଠି ଚାଲିଗଲା
ಸಮಾನಾರ್ಥಕ : ପ୍ରତିକୂଳ, ବାମ, ବିପରୀତ
ಇತರ ಭಾಷೆಗಳಿಗೆ ಅನುವಾದ :हिन्दी
जो अनुकूल या हित साधन में सहायक न हो।
ಅರ್ಥ : ଯିଏ କ୍ରମ, ମାନ୍ୟତାଆଦି ବିଚାରରେ କାହାର ବିରୁଦ୍ଧ ବା ଅନ୍ୟ ପକ୍ଷରେ ପଡ଼ିଥାଏ
ಉದಾಹರಣೆ : ସେ ଦୁଇଜଣ ବିପରୀତ ବିଚାରଧାରାର ହୋଇ ମଧ୍ୟ ଭଲ ମିତ୍ର
ಸಮಾನಾರ್ಥಕ : ଓଲଟା, ବିପରୀତ
ಇತರ ಭಾಷೆಗಳಿಗೆ ಅನುವಾದ :हिन्दी English
जो क्रम, मान्यता आदि के विचार से किसी के विरुद्ध या दूसरे पक्ष में पड़ता हो।
Reversed (turned backward) in order or nature or effect.
ಸ್ಥಾಪನೆ