ಅರ್ಥ : ଖାଦ୍ୟ ଖାଇବା କ୍ରିୟା
ಉದಾಹರಣೆ :
ଭୋଜନ ପରେ ସେ ବିଶ୍ରାମ କରିବାକୁ ଗଲେ
ಸಮಾನಾರ್ಥಕ : ଅନ୍ନ ଗ୍ରହଣ, ଆହାର, ଖାଦ୍ୟଗ୍ରହଣ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଦିନରେ ପ୍ରାୟତଃ ଦୁଇଥର ନିର୍ଦିଷ୍ଟ ସମୟରେ ନିଆଯାଉଥିବା ପୂର୍ଣ୍ଣାହାର
ಉದಾಹರಣೆ :
ସେ ଠାକୁରଙ୍କୁ ଭୋଗ ଲଗାଇବାପରେ ଭୋଜନ ଗ୍ରହଣ କରନ୍ତି ଖାଦ୍ୟ ପ୍ରସ୍ତୁତ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା
ಉದಾಹರಣೆ :
ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ
ಸಮಾನಾರ್ಥಕ : ଉପଭୋଗ, ଖାଇବା, ଗ୍ରହଣ କରିବା, ସେବନ
ಇತರ ಭಾಷೆಗಳಿಗೆ ಅನುವಾದ :
The act of using.
He warned against the use of narcotic drugs.ಅರ್ಥ : ମାଂସାହାରୀ ଜୀବଜନ୍ତୁମାନଙ୍କ ଦ୍ବାରା ଭକ୍ଷଣ କରା ଯାଉଥିବା କୀଟ,ପଶୁ,ପକ୍ଷୀ ଆଦି
ಉದಾಹರಣೆ :
ଝିଟିପିଟି ନିଜ ଶିକାରକୁ ନିଜ ଜିଭରେ ଝାମ୍ପି ନେଲା
ಸಮಾನಾರ್ಥಕ : ଆହାର, ଭକ୍ଷ ପଦାର୍ଥ, ଶିକାର
ಇತರ ಭಾಷೆಗಳಿಗೆ ಅನುವಾದ :
मांसाहारी जीव-जन्तुओं द्वारा भक्षण किया जाने वाले कीट, पशु, पक्षी आदि।
छिपकली ने शिकार को अपनी जीभ से लपक लिया।The usual food and drink consumed by an organism (person or animal).
diet