ಅರ್ಥ : ମୟଦାନବର କନ୍ୟା
ಉದಾಹರಣೆ :
ମାୟାଙ୍କ ବିବାହ ବିଶ୍ରବାଙ୍କ ସହିତ ହୋଇଥିଲା
ಇತರ ಭಾಷೆಗಳಿಗೆ ಅನುವಾದ :
An imaginary being of myth or fable.
mythical beingಅರ್ಥ : ମାୟା ଆମ୍ବର ଗଛ
ಉದಾಹರಣೆ :
ମାୟା ଆମ୍ବଗଛ ନିମନ୍ତେ ଏହି ମାଟି ଭଲ ନୁହେଁ
ಸಮಾನಾರ್ಥಕ : ମାୟା ଆମ୍ବଗଛ, ମାୟା ଗଛ
ಇತರ ಭಾಷೆಗಳಿಗೆ ಅನುವಾದ :
Large evergreen tropical tree cultivated for its large oval fruit.
mangifera indica, mango, mango treeಅರ್ಥ : ଈଶ୍ୱରଙ୍କ ଧ୍ୟାନ ପରିତ୍ୟାଗ କରି ଶାରୀରିକ ଓ ସାଂସାରିକ ପଦାର୍ଥକୁ ନିଜର ସର୍ବସ୍ୱ ମାନିନେବାର ପ୍ରକ୍ରିୟା ବା ଭାବ
ಉದಾಹರಣೆ :
ସାଧୁ ସନ୍ଥମାନେ ମୋହରେ ପଡ଼ନ୍ତି ନାହିଁ
ಸಮಾನಾರ್ಥಕ : ଅସ୍ମିତା, ବିମୋହ, ମମତା, ମୋହ
ಇತರ ಭಾಷೆಗಳಿಗೆ ಅನುವಾದ :
A feeling of great liking for something wonderful and unusual.
captivation, enchantment, enthrallment, fascinationಅರ್ಥ : ଗୋଟିଏ ବର୍ନ୍ନବୃତ୍ତ
ಉದಾಹರಣೆ :
ମାୟାର ପ୍ରତ୍ୟେକ ପାଦରେ କ୍ରମରେ ଭଗଣ, ତଗଣ, ମଗଣ,ଭଗଣ ଏବଂ ଗୋଟିଏ ଗୁରୁ ବର୍ଣ୍ଣ ଥାଏ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଇନ୍ଦ୍ରବଜ୍ରା ବର୍ଣ୍ଣବୃତ୍ତ ଯାହା ଇନ୍ଦ୍ରବର୍ଜା ଏବଂ ଉପେନ୍ଦ୍ରବଜ୍ରାର ମିଳିତରେ ସୃଷ୍ଟ ଗୋଟିଏ ଉପଭେଦ
ಉದಾಹರಣೆ :
ମାୟାର ଦ୍ବିତୀୟ ତଥା ତୃତୀୟ ପାଦରେ ପ୍ରଥମ ବର୍ଣ୍ଣ ଲଘୁ ଥାଏ
ಇತರ ಭಾಷೆಗಳಿಗೆ ಅನುವಾದ :
इंद्रवज्रा नामक वर्णवृत्त का एक उपभेद जो इंद्रवज्रा और उपेन्द्रवज्रा के मेल से बनता है।
माया के दूसरे तथा तीसरे चरण में प्रथम वर्ण लघु होता है।