ಅರ್ಥ : ଦୁଇଟି ବା କେତୋଟି ବସ୍ତୁର ଅଂଶକୁ ସିଲେଇକରି,ମିଳାଇ, ଲଗାଇ ବା ଅନ୍ୟ ଉପାୟଦ୍ୱାରା ଗୋଟିଏ କରିବା
ಉದಾಹರಣೆ :
ବଢ଼େଇ ଟେବୁଲ୍ର ଭାଙ୍ଗିଯାଇଥିବା ଗୋଡ଼କୁ ଜୋଡ଼ୁଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗୋଟିଏ ବସ୍ତୁରେ ଅନ୍ୟବସ୍ତୁ ବା ବସ୍ତୁଗୁଡ଼ିକ ମିଶାଇ ସବୁ ଏକାଠି କରିବା
ಉದಾಹರಣೆ :
ଗୋଲାପି ରଙ୍ଗ ତିଆରି କରିବାପାଇଁ ସେ ଲାଲ୍ ଓ ଧଳା ରଙ୍ଗ ମିଶାଇଲେ ଦୁଧବାଲା ଦୁଧରେ ପାଣି ମିଶାଏ
ಸಮಾನಾರ್ಥಕ : ଏକତ୍ରିତକରିବା, ଏକାଠିକରିବା, ମିଳାଇବା, ମିଶ୍ରଣକରିବା
ಇತರ ಭಾಷೆಗಳಿಗೆ ಅನುವಾದ :