ಅರ್ಥ : ସାହିତ୍ୟର କଥା ସାହିତ୍ୟ, କାବ୍ୟ, ନାଟକଆଦିରେ ରହିଥିବା ତତ୍ତ୍ୱ ଯାହା ଅନୁରାଗ, କରୁଣା, କ୍ରୋଧ,ରତିଆଦି ମନୋଭାବକୁ ଜାଗ୍ରତ, ପ୍ରବଳ ତଥା ସକ୍ରିୟ କରେ
ಉದಾಹರಣೆ :
ରସର ସଂଖ୍ୟା ନଅ ବୋଲି ଗଣା ଯାଇଥାଏ
ಇತರ ಭಾಷೆಗಳಿಗೆ ಅನುವಾದ :
साहित्य में कथानकों, काव्यों, नाटकों आदि में रहने वाला वह तत्व जो अनुराग, करुणा, क्रोध, रति आदि मनोभावों को जागृत, प्रबल तथा सक्रिय करता है।
रस की संख्या नौ मानी गई है।ಅರ್ಥ : ବୈଦ୍ୟଶାସ୍ତ୍ର ଅନୁସାରେ ଶରୀରର ସାତ ଧାତୁ ମଧ୍ୟରୁ ପ୍ରଥମ ଧାତୁ
ಉದಾಹರಣೆ :
ଶରୀରରେ ଥିବା ଜଳୀୟଅଂଶ ରସର ଅନ୍ତର୍ଗତ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗଛ ପତ୍ର ଅଥବା ଫୁଲ ପତ୍ରରେ ରହିଥିବା ତରଳ ପଦାର୍ଥ ଯାହା ଛେଚିଲେ ଓ ମକଚିଲେ ସେଥିରୁ ବାହାରେ
ಉದಾಹರಣೆ :
ନିମ୍ବ ରସ ପିଇଲେ ତଥା ଲଗାଇଲେ ଚର୍ମ ରୋଗ ଭଲ ହୁଏ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଗଛଲତାର ପତ୍ର, ଡେମ୍ଫ ଛିଣ୍ଡାଇଲେ ସେଥିରୁ ବାହାରୁଥିବା ଧଳା ରସ
ಉದಾಹರಣೆ :
ଛିଣ୍ଡାଯାଇଥିବା ପତ୍ରଗୁଡ଼ିକରୁ କ୍ଷୀର ବାହାରୁଥିଲା
ಸಮಾನಾರ್ಥಕ : କ୍ଷୀର, ଖିର, ବୃକ୍ଷର ନିର୍ଯାସ
ಇತರ ಭಾಷೆಗಳಿಗೆ ಅನುವಾದ :
A milky exudate from certain plants that coagulates on exposure to air.
latex