ಅರ್ಥ : ଯେଉଁ ବସ୍ତୁର ଗୋଟିଏ ମୁଣ୍ଡ ଗୋଲ ତଥା ଅନ୍ୟ ମୁଣ୍ଡ ମୁନିଆ ବିନ୍ଦୁ ଭଳି ହୋଇଥାଏ
ಉದಾಹರಣೆ :
ଏହି ଶଙ୍କୁ ମୁହଁର ବ୍ୟାସ କେତେ ହେବ?
ಇತರ ಭಾಷೆಗಳಿಗೆ ಅನುವಾದ :
वह आकार जिसका एक सिरा गोल तथा दूसरा सिरा नुकीली बिन्दु की तरह होता है।
इस शंकु के मुख का व्यास कितना होगा?ಅರ್ಥ : ଯେଉଁ ପଥର ବା ଖୁମ୍ବ ଗାଁ ସୀମାରେ ପୋତାଯାଇଥାଏ
ಉದಾಹರಣೆ :
ତାଙ୍କୁ ଦୂରରୁ ଗାଁର ଶଙ୍କୁ ହିଁ ଦେଖାଯାଉଥିଲା
ಇತರ ಭಾಷೆಗಳಿಗೆ ಅನುವಾದ :
वह पत्थर या खंभा जो गाँव की सीमा पर गाड़ा जाता है।
उन्हें गाँव का चीरा दूर से ही दिखाई पड़ रहा था।ಅರ್ಥ : ପ୍ରାଚୀନ କାଳରେ ଯେଉଁ ଖୁଣ୍ଟି ମାଧ୍ୟମରେ ସୂର୍ଯ୍ୟ ବା ଆଲୋକର ଛାଇ ମାପ କରାଯାଉଥିଲା
ಉದಾಹರಣೆ :
ଶଙ୍କୁ ଛାଇର ଲମ୍ବରୁ ସମୟ ଗଣନା କରାଯାଉଥିଲା
ಸಮಾನಾರ್ಥಕ : ଶଙ୍କୁଯନ୍ତ୍ର
ಇತರ ಭಾಷೆಗಳಿಗೆ ಅನುವಾದ :