ಅರ್ಥ : ସୀମାଲଂଘନ,ଶିକାର କରିବା,ମାଛ ଆଦି ମାରିବାରୁ ଦୂର ରଖିବା ବା ବ୍ୟବହାର କରିବାକୁ ନ ଦେବା
ಉದಾಹರಣೆ :
ଏହି ପୋଖରୀକୁ ସୁରକ୍ଷିତ ରଖନ୍ତ
ಸಮಾನಾರ್ಥಕ : ବଞ୍ଚାଇବା, ରକ୍ଷାକରିବା, ସଂରକ୍ଷିତ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
अतिक्रमण, शिकार करने, मछली आदि मारने से दूर रखना या उपयोग न करने देना।
इस झील को बचाइए।Keep undisturbed for personal or private use for hunting, shooting, or fishing.
Preserve the forest and the lakes.ಅರ್ಥ : ଖରାପ ଦଶାରେ ଗତି କରିବାରୁ ରୋକିବା
ಉದಾಹರಣೆ :
ବୋହୂ ଏହି କଙ୍କଣ ଆମର ପୂର୍ବପୁରୁଷଙ୍କ ଚିହ୍ନ, ଏବେ ଏହାକୁ ତୁମେ ସମ୍ଭାଳ
ಸಮಾನಾರ್ಥಕ : ସମ୍ଭାଳିବା
ಇತರ ಭಾಷೆಗಳಿಗೆ ಅನುವಾದ :
बुरी दशा में जाने से रोकना।
बहू यह कंगन हमारे पुरखों की निशानी है अब इसे तुम सँभालो।Keep in safety and protect from harm, decay, loss, or destruction.
We preserve these archeological findings.ಅರ್ಥ : ଖରାପ ହେବାକୁ ନଦେବା
ಉದಾಹರಣೆ :
ଆଚାର ତେଲରେ ବୁଡ଼େଇକି ରଖିଲେ ଅନେକ ଦିନ ସୁରକ୍ଷିତ ରହେ
ಸಮಾನಾರ್ಥಕ : ରହିବା
ಇತರ ಭಾಷೆಗಳಿಗೆ ಅನುವಾದ :
खराब न होने देना।
अचार को तेल में डुबाकर अधिक दिनों तक बचाया जा सकता है।ಅರ್ಥ : ନଷ୍ଟ ବା ଅନ୍ତ ବା ଭଙ୍ଗୁର ହେବାରୁ ରକ୍ଷାକରିବା ବା ସୁରକ୍ଷିତ ରଖିବା
ಉದಾಹರಣೆ :
ଗୃହର ଶାନ୍ତି ବଜାୟ ରଖନ୍ତୁ କେତେକ ଆଦିବାସୀ ଜାତି ଆଜି ବି ପୁରାତନ ପରମ୍ପରାକୁ ଜୀବିତ ରଖିଛନ୍ତି
ಸಮಾನಾರ್ಥಕ : ଜୀବିତ ରଖିବା, ବଜାୟ ରଖିବା, ବଞ୍ଚେଇ ରଖିବା, ରକ୍ଷାକରିବା, ସଜୀବ ରଖିବା
ಇತರ ಭಾಷೆಗಳಿಗೆ ಅನುವಾದ :
* नष्ट या अंत या भंग होने से बचाना या सुरक्षित रखना।
घर की शांति को बनाए रखिए।