ಅರ್ಥ : କୌଣସି ବସ୍ତୁର ବ୍ୟବହାରରେ ସୁଖ ବା ମଜା ନେବାର କ୍ରିୟା
ಉದಾಹರಣೆ :
ଏହି କାର୍ଯ୍ୟାଳୟର ସମସ୍ତ ପଦାଧିକାରୀ କାର୍ଯ୍ୟାଳୟର ବସ୍ତୁଗୁଡ଼ିକର ଖୁବ୍ ଉପଭୋଗ କରୁଛନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଖାଇବା ପିଇବା ଜିନିଷ ବା କୌଣସି ଅନ୍ୟ ବସ୍ତୁକୁ ଉପଯୋଗୀ କରିବା କ୍ରିୟା
ಉದಾಹರಣೆ :
ଅଧିକ ରକ୍ତଚାପରେ ପୀଡ଼ିତ ବ୍ୟକ୍ତିକୁ ନିୟମିତ ଭାବରେ ଔଷଧ ସେବନ କରିବା ଉଚିତ
ಸಮಾನಾರ್ಥಕ : ଉପଭୋଗ, ଖାଇବା, ଗ୍ରହଣ କରିବା, ଭୋଜନ
ಇತರ ಭಾಷೆಗಳಿಗೆ ಅನುವಾದ :
The act of using.
He warned against the use of narcotic drugs.