ಅರ್ಥ : ଯାହାଙ୍କୁ କିଛି ବିଶେଷ ଯୋଗ୍ୟତା ବା କ୍ଷମତା ମିଳିଛି
ಉದಾಹರಣೆ :
ଏମାନଙ୍କ ମଧ୍ୟରୁ କେହି ବି ଏହି ଚାକିରିର ଅଧିକାରୀ ନୁହନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
वह जिसे कोई विशेष योग्यता या क्षमता प्राप्त हो।
इस नौकरी का अधिकारी इनमें से कोई भी नहीं है।ಅರ್ಥ : ଉପଯୁକ୍ତ ପାତ୍ର
ಉದಾಹರಣೆ :
ମାତାପିତାଙ୍କ ଚିତାକୁ ନିଆଁ ଦେବାର ପ୍ରଥମ ଅଧିକାରୀ ସେମାନଙ୍କ ପୁଅ ହୋଇଥାଏ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ଉଚ୍ଚ ପଦରେ କାର୍ଯ୍ୟରତ କର୍ମଚାରୀ
ಉದಾಹರಣೆ :
ଶ୍ୟାମର ବାପା ସୈନ୍ୟ ବିଭାଗରେ ଜଣେ ବହୁତ ବଡ଼ ଅଧିକାରୀ ଅଛନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :
Someone who is appointed or elected to an office and who holds a position of trust.
He is an officer of the court.ಅರ್ಥ : ଯାହାକୁ ଅଧିକାର ଦିଆଯାଇଛି କିମ୍ବା ଯାହାଙ୍କର କିଛି କରିବା ବା ପାଇବାର ଅଧିକାର ଅଛି
ಉದಾಹರಣೆ :
ଜେଜେମା’ଙ୍କ ଇଚ୍ଛାପତ୍ର ଅନୁସାରେ ରାମ ମଧ୍ୟ ଏହି ଘରେ ରହିବାର ଅଧିକାରୀ
ಸಮಾನಾರ್ಥಕ : ଅଧିକାର ପ୍ରାପ୍ତ, ଅଧିକାର ଯୁକ୍ତ, ହକଦାର
ಇತರ ಭಾಷೆಗಳಿಗೆ ಅನುವಾದ :
जिसे अधिकार दिया गया हो या जिसे कुछ करने या पाने का अधिकार हो।
दादी की वसीयत के अनुसार राम भी इस घर में रहने का अधिकारी है।Having authority or ascendancy or influence.
An important official.