ಅರ್ಥ : କାହାର ହାନି କରୁଥିବା କୌଣସି ଅନୁଚିତ କାର୍ଯ୍ୟ
ಉದಾಹರಣೆ :
ବେଳେ ବେଳେ ଆମେ ଆମ ଅଜଣାରେ ଅପରାଧ କରିଥାଉ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଦୋଷୀ ହେବାର ଅବସ୍ଥା ବା ଭାବ
ಉದಾಹರಣೆ :
ସ୍ବାମୀର ଦୋଷ ପ୍ରମାଣିତ କଲାପରେହିଁ ସ୍ତ୍ରୀ ସମ୍ବନ୍ଧ ବିଚ୍ଛେଦ କରି ପାରିବ
ಸಮಾನಾರ್ಥಕ : ଦୋଷ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏପରି କାମ ଯାହା କୌଣସି ବିଧିବିଧାନର ବିରୋଧାଚରଣ କରେ ଏବଂ ଯାହାପାଇଁ କର୍ତ୍ତାକୁ ଦଣ୍ଡ ମିଳିପାରେ
ಉದಾಹರಣೆ :
ବାଳଶ୍ରମିକଙ୍କୁ କାମରେ ଲଗାଇବା ଏକ ଅପରାଧ
ಸಮಾನಾರ್ಥಕ : ଭୁଲ୍
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଯେ ସ୍ୱଭାବରେ ଅପରାଧପ୍ରବଣ ବା ଅପରାଧ କରିବାପାଇଁ ପ୍ରବୃତ୍ତ ହୁଏ
ಉದಾಹರಣೆ :
ଧ୍ୟାନ ଅପରାଧ ପ୍ରବୃତ୍ତିକୁ ଦୂର କରେ