ಅರ್ಥ : ଦୁଧ ଆଦି ଦ୍ରବ୍ୟକୁ ଚୁଲି ଉପରେ ବସାଇ ବହଳା କରିବାର କାମ
ಉದಾಹರಣೆ :
ଚାରିକିଲୋ ମଇଁଷି ଦୁଧ ଆଉଟିଲେ ଏକ କିଲୋ ରାବିଡି ମିଳେ
ಸಮಾನಾರ್ಥಕ : ଘାଣ୍ଟିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ତରଳ ପଦାର୍ଥକୁ ଆଞ୍ଚ ଉପରେ ରଖି ଏତେ ଗରମ କରିବା ଯେମିତି ତାହା ଫେଣ ସହିତ ଉପରକୁ ଉଠିବାକୁ ଲାଗିବ
ಉದಾಹರಣೆ :
ମୁଁ ପିଇବା ପାଇଁ ପ୍ରତିଦିନ ଦଶ ଲିଟର ପାଣି ଫୁଟାଉଛି
ಇತರ ಭಾಷೆಗಳಿಗೆ ಅನುವಾದ :