ಅರ್ಥ : ଯାହାଦ୍ୱାରା ଆତଙ୍କ ବା ଭୟ ସୃଷ୍ଟି ହୁଏ
ಉದಾಹರಣೆ :
ଆମେ ସହରରେ ବ୍ୟାପିଥିବା ଆତଙ୍କଠାରୁ ଦୂରରେ ରହିବାକୁ ହେବ
ಸಮಾನಾರ್ಥಕ : ଭୟ
ಇತರ ಭಾಷೆಗಳಿಗೆ ಅನುವಾದ :
जिससे दहशत पैदा हो या जिससे डर लगे।
हमें शहर में फैले हुए दहशत-अंगेज़ों से बच कर रहना होगा।ಅರ್ಥ : ବହୁତ କଠୋର ବ୍ୟବହାର, ଅତ୍ୟାଚାର, ପ୍ରକୋପଆଦି କାରଣରୁ ଲୋକଙ୍କ ମନରେ ଉତ୍ପନ୍ନ ହେଉଥିବା ଭୟ
ಉದಾಹರಣೆ :
କାଶ୍ମୀରରେ ଉଗ୍ରବାଦୀମାନଙ୍କର ଆତଙ୍କ ବ୍ୟାପ୍ତ ହୋଇଛି
ಸಮಾನಾರ್ಥಕ : ଭୟ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଲୋକଙ୍କ ମଧ୍ୟରେ ହଇଚଇ ବା ଡର ସୃଷ୍ଟି କରୁଥିବା ଅବସ୍ଥା
ಉದಾಹರಣೆ :
ଗୁଳି ଚାଲିବା ମାତ୍ରେ ବଜାରରେ ଆତଙ୍କ ଖେଳିଗଲା
ಸಮಾನಾರ್ಥಕ : ହଇଚଇ
ಇತರ ಭಾಷೆಗಳಿಗೆ ಅನುವಾದ :