ಅರ್ಥ : ଏହା ନିଶ୍ଚୟ ଯେ ଏଭଳି ହେବ, ଅଥବା ଅମୁକ ବ୍ୟକ୍ତି ଏଭଳି କରେ ବା କରିବ
ಉದಾಹರಣೆ :
ବିଶ୍ୱାସ ଉପରେ ଦୁନିଆ ତିଷ୍ଠିରହିଛି ଭଗବାନଙ୍କ ଉପରେ ବିଶ୍ୱାସ ରଖନ୍ତୁ, ଆପଣଙ୍କ ହଜିଲା ପୁଅ ମିଳିଯିବ
ಸಮಾನಾರ್ಥಕ : ଆତ୍ମପ୍ରତ୍ୟୟ, ଆସ୍ଥା, ନିର୍ଭର, ବିଶ୍ୱାସ, ଭରସା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଦକ୍ଷ ପ୍ରଜାପତିଙ୍କର ଜଣେ କନ୍ୟା
ಉದಾಹರಣೆ :
ପୁରାଣରେ ଆଶାଙ୍କ ବର୍ଣ୍ଣନା ମିଳେ
ಇತರ ಭಾಷೆಗಳಿಗೆ ಅನುವಾದ :
An imaginary being of myth or fable.
mythical beingಅರ್ಥ : ଯାହା ଉପରେ କାହାରି ଆଶା ରହିଛି ବା କେନ୍ଦ୍ରିତ ହୋଇଛି
ಉದಾಹರಣೆ :
ବିଜୟ ନିମନ୍ତେ ଆପଣ ହିଁ ମୋର ଆଶାମୋ ନିମନ୍ତେ ଆପଣ ହିଁ ଏକମାତ୍ର ଆଶା ଥିଲେ ଏବଂ ଆପଣ ବି ଉତ୍ତର ଦେଇଦେଲେ
ಇತರ ಭಾಷೆಗಳಿಗೆ ಅನುವಾದ :
Someone (or something) on which expectations are centered.
He was their best hope for a victory.ಅರ್ಥ : ଯାହା କୌଣସି କଥା ବା ବସ୍ତୁ ପ୍ରାପ୍ତିଆଡ଼କୁ ଯେଉଁ ମନୋବୃତ୍ତି ଧ୍ୟାନ ନେଇଯାଏ
ಉದಾಹರಣೆ :
ମଣିଷର ସବୁ ଇଚ୍ଛା ପୁରେ ନାହିଁ ତାର ଜ୍ଞାନ ପିପାସା ବଢ଼ି ବଢ଼ି ଯାଉଛି ମୋର ଆଜି ଖାଇବାକୁ ମନ ନାହିଁ
ಸಮಾನಾರ್ಥಕ : ଅଭିଳାଷ, ଆକାଂକ୍ଷା, ଇଚ୍ଛା, ଓରମାନ, କାମନା, ପିପାସା, ମନ, ମନୋକାମନା, ମନୋବାଞ୍ଛା, ମନୋଭାବନା, ମନୋରଥ, ଳାଳସା
ಇತರ ಭಾಷೆಗಳಿಗೆ ಅನುವಾದ :
मन में दबी रहनेवाली तीव्र कामना या लालसा।
मनुष्य की प्रत्येक इच्छा पूरी नहीं होती।ಅರ್ಥ : କାହାରି ଉପରେ ଭରସା ରଖିବାର କ୍ରିୟା ଯେପରିକି କୌଣସି କାମ ତାଙ୍କ ଦ୍ୱାରା ହୋଇପାରିବ ବା ହୋଇଯିବ
ಉದಾಹರಣೆ :
ପ୍ରତ୍ୟେକ ପିତାଙ୍କର ନିଜ ପୁତ୍ର ଉପରେ ଏହି ଆଶା ଥାଏ ଯେ ସେ ନିଜ ଜୀବନରେ ସଫଳ ହେଉ
ಸಮಾನಾರ್ಥಕ : ଆକାଂକ୍ଷା, ପ୍ରତ୍ୟାଶା, ଭରସା
ಇತರ ಭಾಷೆಗಳಿಗೆ ಅನುವಾದ :
किसी पर भरोसा रखने की क्रिया कि अमुक कार्य उसके द्वारा हो सकता है या हो जायेगा।
हर पिता की अपने पुत्र से यह अपेक्षा रहती है कि वह अपने जीवन में सफल हो।