ಅರ್ಥ : ଭାତ, ରୁଟିଆଦି ସହିତ ଖିଆଯାଉଥିବା ପଦାର୍ଥ
ಉದಾಹರಣೆ :
ପର୍ବପର୍ବାଣୀରେ ଭିନ୍ନ ଭିନ୍ନ ପ୍ରକାର ବ୍ୟଞ୍ଜନ ତିଆରି ହୁଏ
ಇತರ ಭಾಷೆಗಳಿಗೆ ಅನುವಾದ :
चावल, रोटी आदि के साथ खाये जाने वाले पदार्थ।
त्योहारों में तरह-तरह के व्यंजन बनाए जाते हैं।ಅರ್ಥ : ଖାଇବା କିମ୍ବା ପିଇବା କାମରେ ବ୍ୟବହୃତ ବସ୍ତୁ ଯେଉଁଥିରୁ ଶରୀରକୁ ଶକ୍ତି ମିଳେ ଏବଂ ଶାରୀରିକ ବିକାଶ ଘଟେ
ಉದಾಹರಣೆ :
ଗାଁ ଅପେକ୍ଷା ସହରରେ ଖାଦ୍ୟବସ୍ତୁର ମୂଲ୍ୟ ଖୁବ୍ ବେଶି
ಸಮಾನಾರ್ಥಕ : ଅନ୍ନ, ଅର୍କ, ଆହାର ପଦାର୍ଥ, ଖାଦ୍ୟ, ଖାଦ୍ୟପଦାର୍ଥ, ଖାଦ୍ୟବସ୍ତୁ, ଭୋଜ୍ୟ ପଦାର୍ଥ
ಇತರ ಭಾಷೆಗಳಿಗೆ ಅನುವಾದ :
खाने (या पीने) के काम आने वाली वस्तु जिससे शरीर को ऊर्जा मिले और शारीरिक विकास हो।
गाँव की अपेक्षा शहरों में खाद्य वस्तुएँ बहुत महँगी हैं।ಅರ್ಥ : ଖାଦ୍ୟ ଖାଇବା କ୍ରିୟା
ಉದಾಹರಣೆ :
ଭୋଜନ ପରେ ସେ ବିଶ୍ରାମ କରିବାକୁ ଗଲେ
ಸಮಾನಾರ್ಥಕ : ଅନ୍ନ ଗ୍ରହଣ, ଖାଦ୍ୟଗ୍ରହଣ, ଭୋଜନ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଦିନରେ ପ୍ରାୟତଃ ଦୁଇଥର ନିର୍ଦିଷ୍ଟ ସମୟରେ ନିଆଯାଉଥିବା ପୂର୍ଣ୍ଣାହାର
ಉದಾಹರಣೆ :
ସେ ଠାକୁରଙ୍କୁ ଭୋଗ ଲଗାଇବାପରେ ଭୋଜନ ଗ୍ରହଣ କରନ୍ତି ଖାଦ୍ୟ ପ୍ରସ୍ତୁତ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ମାଂସାହାରୀ ଜୀବଜନ୍ତୁମାନଙ୍କ ଦ୍ବାରା ଭକ୍ଷଣ କରା ଯାଉଥିବା କୀଟ,ପଶୁ,ପକ୍ଷୀ ଆଦି
ಉದಾಹರಣೆ :
ଝିଟିପିଟି ନିଜ ଶିକାରକୁ ନିଜ ଜିଭରେ ଝାମ୍ପି ନେଲା
ಸಮಾನಾರ್ಥಕ : ଭକ୍ଷ ପଦାର୍ଥ, ଭୋଜନ, ଶିକାର
ಇತರ ಭಾಷೆಗಳಿಗೆ ಅನುವಾದ :
मांसाहारी जीव-जन्तुओं द्वारा भक्षण किया जाने वाले कीट, पशु, पक्षी आदि।
छिपकली ने शिकार को अपनी जीभ से लपक लिया।The usual food and drink consumed by an organism (person or animal).
diet