ಅರ್ಥ : ଜଣେ ଦାନବ
ಉದಾಹರಣೆ :
ପୁରାଣମାନଙ୍କରେ ଉଗ୍ରଙ୍କ ବର୍ଣ୍ଣନା ମିଳେ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜ୍ୟୋତିଷ ଶାସ୍ତ୍ର ଅନୁସାରେ ପୂର୍ବାଫାଲ୍ଗୁନୀ, ପୂର୍ବାଷାଢା,ପୂର୍ବାଭାଦ୍ରପଦ, ମଘା ତଥା ଭରଣୀ ଏହି ପାଞ୍ଚଟି ନକ୍ଷତ୍ର
ಉದಾಹರಣೆ :
ଉଗ୍ର ନକ୍ଷତ୍ରମାନଙ୍କୁ ସ୍ବଭାବରୁହିଁ ପ୍ରବଳ ବୋଲି ବିଚାର କରାଯାଏ
ಇತರ ಭಾಷೆಗಳಿಗೆ ಅನುವಾದ :
ज्योतिष के अनुसार पूर्वाफाल्गुनी, पूर्वाषाढ़ा, पूर्वाभाद्रपद, मघा तथा भरणी ये पाँचों नक्षत्र।
उग्र स्वभाव से ही प्रबल माने जाते है।ಅರ್ಥ : ଧୃତରାଷ୍ଟ୍ରଙ୍କର ଜଣେ ପୁତ୍ର
ಉದಾಹರಣೆ :
ମହାଭାରତରେ ଉଗ୍ରଙ୍କ ଉଲ୍ଲେଖ ମିଳେ
ಇತರ ಭಾಷೆಗಳಿಗೆ ಅನುವಾದ :
An imaginary being of myth or fable.
mythical beingಅರ್ಥ : ଶୂଦ୍ର ମାଆ ଏବଂ କ୍ଷତ୍ରିୟ ବାପାଙ୍କଠାରୁ ଉତ୍ପନ୍ନ ଗୋଟିଏ ପ୍ରାଚୀନ ସଙ୍କର ଜାତି
ಉದಾಹರಣೆ :
କୁହାଯାଏ ଯେ ଉଗ୍ର ଜାତିର ଲୋକମାନଙ୍କ ସ୍ବଭାବ ବହୁତ ଉଗ୍ର ତଥା କ୍ରୂର ଥିଲା
ಇತರ ಭಾಷೆಗಳಿಗೆ ಅನುವಾದ :
शूद्र माता और क्षत्रिय पिता से उत्पन्न एक प्राचीन संकर जाति।
कहा जाता है कि उग्र लोगों का स्वभाव बहुत उग्र तथा क्रूर था।ಅರ್ಥ : ତେଜ ବା ପ୍ରଖର
ಉದಾಹರಣೆ :
ଏହି କାମ କରିବା ନିମନ୍ତେ ତୀକ୍ଷ୍ଣ ବୁଦ୍ଧିର ଆବଶ୍ୟକତା ରହିଛି
ಸಮಾನಾರ್ಥಕ : ତୀକ୍ଷ୍ଣ, ତୀବ୍ର, ତେଜ, ପ୍ରଖର, ଶାଣିତ
ಇತರ ಭಾಷೆಗಳಿಗೆ ಅನುವಾದ :
Having or demonstrating ability to recognize or draw fine distinctions.
An acute observer of politics and politicians.ಅರ್ಥ : ଯାହାକୁ ଦେଖିଲେ ଭୟ ବା ଡର ଲାଗେ
ಉದಾಹರಣೆ :
ମହିଷାସୁରକୁ ମାରିବାପାଇଁ ମା’ କାଳୀ ପ୍ରଚଣ୍ଡ ରୂପ ଧାରଣ କରିଥିଲେ ମାନସିଂହ ଜଣେ ଉଗ୍ର ଡାକୁ ଥିଲା
ಸಮಾನಾರ್ಥಕ : ପ୍ରଚଣ୍ଡ, ବିକଟ, ଭୀଷଣ, ଭୟଂକର, ଭୟଙ୍କର, ହିଂସ୍ର
ಇತರ ಭಾಷೆಗಳಿಗೆ ಅನುವಾದ :
जो अपने आकार-प्रकार, रूप-रङ्ग आदि की भीपणता या विकरालता के कारण देखनेवालों के मन में आतङ्क, आशङ्का या भय का संचार करता हो। जिसे देखने से भय या डर लगे।
महिषासुर को मारने के लिए माँ काली ने भयानक रूप धारण किया।Causing fear or dread or terror.
The awful war.