ಅರ್ಥ : ସଂକ୍ଷିପ୍ତ ରୂପରେ କୁହାଗଲେବି ଯାହାର ବହୁତ ଗୁଢ଼ ଅର୍ଥ ଥାଏ
ಉದಾಹರಣೆ :
ଗୁରୁଜୀଙ୍କଠାରୁ ମୋତେ ବଞ୍ଚିବାର ସୂତ୍ର ମିଳିଲା
ಸಮಾನಾರ್ಥಕ : ସୂତ୍ର
ಇತರ ಭಾಷೆಗಳಿಗೆ ಅನುವಾದ :
थोड़े शब्दों में कहा हुआ वह पद या वचन जिसमें बहुत और गूढ़ अर्थ हों।
गुरुजी से मुझे जीवन जीने का सूत्र मिल गया।ಅರ್ಥ : କୌଣସି ବିଶେଷ ପରିସ୍ଥିତିରେ ହଠାତ ମୁଣ୍ଡକୁ ଆସୁଥିବା ସ୍ପଷ୍ଟ ବିଚାର
ಉದಾಹರಣೆ :
ଏବେ କୌଣସି ଉପାୟ ହିଁ ଏହି ସମସ୍ୟାରୁ ରକ୍ଷା କରିପାରିବ
ಇತರ ಭಾಷೆಗಳಿಗೆ ಅನುವಾದ :
किसी विशेष परिस्थिति आदि में अचानक दिमाग में आने वाला स्पष्ट विचार।
कोई सूझ ही अब हमें इस समस्या से बचा सकती है।ಅರ್ಥ : ସେହି କାର୍ଯ୍ୟ ବା ପ୍ରଯତ୍ନ ବା ସାଧନ ଯାହାଦ୍ୱାରା ଅଭୀଷ୍ଟକୁ ପ୍ରାପ୍ତ କରିହୁଏ
ಉದಾಹರಣೆ :
ଏପରି ଏକ ଉପାୟ ବତାନ୍ତୁ, ଯାହାଦ୍ୱାରା ଏହି କାର୍ଯ୍ୟ ସହଜ ହୋଇପାରିବ
ಸಮಾನಾರ್ಥಕ : ପ୍ରଯତ୍ନ, ବାଟ, ବିଧି, ମାର୍ଗ, ଯତ୍ନ, ରାସ୍ତା, ସାଧନ
ಇತರ ಭಾಷೆಗಳಿಗೆ ಅನುವಾದ :
वह कार्य या प्रयत्न जिससे अभीष्ट तक पहुँचा जाए।
कोई ऐसा उपाय बताइए जिससे यह काम आसानी से हो जाए।ಅರ್ಥ : ସାମନାକୁ ଆସୁଥିବା ଦୁଇଟି କିମ୍ବା ଅଧିକ ଏଭଳି କଥା ବା କାମଗୁଡ଼ିକ ମଧ୍ୟରୁ ଯେଉଁଥିରୁ ଗୋଟିଏକୁ ଗ୍ରହଣ କରାଯାଇପାରେ
ಉದಾಹರಣೆ :
ରୋଗୀକୁ ଅନ୍ୟ ଡାକ୍ତରଖାନାକୁ ନେବା ବ୍ୟତୀତ ଆଉ କିଛି ବିକଳ୍ପ ନାହିଁ
ಸಮಾನಾರ್ಥಕ : ବିକଳ୍ପ
ಇತರ ಭಾಷೆಗಳಿಗೆ ಅನುವಾದ :
One of a number of things from which only one can be chosen.
What option did I have?.