ಸದಸ್ಯನಾಗು
ಪುಟ ವಿಳಾಸವನ್ನು ಕ್ಲಿಪ್ ಬೋರ್ಡ್ ಗೆ ನಕಲಿಸಿ.
ಅರ್ಥ : କୌଣସି ଜିନିଷ ଏକାଠିକରି ରଖିବା କାର୍ଯ୍ୟ
ಉದಾಹರಣೆ : କପିଳ ଐତିହାସିକ ସାମଗ୍ରୀକୁ ସଂଗ୍ରହ କରୁଛି
ಸಮಾನಾರ್ಥಕ : ଆକଳନ, ଏକାଠି, ସଂକଳନ, ସଂଗ୍ରହ
ಇತರ ಭಾಷೆಗಳಿಗೆ ಅನುವಾದ :हिन्दी English
कोई चीज़ एकत्र या इकट्ठा करके रखने की क्रिया या भाव।
The act of gathering something together.
ಅರ್ಥ : ସମୂହ ରୂପରେ ବା ଜଣେ ଅନ୍ୟ ସହିତ
ಉದಾಹರಣೆ : ଏବେଠାରୁ ଆମେ ଯାହାବି କରିବା ଏକା ସାଙ୍ଗରେ କରିବା
ಸಮಾನಾರ್ಥಕ : ଏକାସାଙ୍ଗ, ଏକାସାଥୀ, ମିଳିମିଶି, ସାଙ୍ଗ, ସାଥୀ
समूह के रूप में या एक-दूसरे के संग।
In each other's company.
ಅರ್ಥ : ଏକାଠି କରାଯାଇଥିବା ବା ଗୋଟିଏ ଜାଗାକୁ ଅଣାଯାଇଥିବା
ಉದಾಹರಣೆ : ଏ ବର୍ଷ ବାରୁଣୀ ମେଳାରେ ଏକତ୍ରିତ ହୋଇଥିବା ଲୋକଙ୍କ ଭିତରେ ଦଳାଚକଟା ଆରମ୍ଭ ହୋଇଗଲା
ಸಮಾನಾರ್ಥಕ : ଏକତ୍ରିତ, ଜମା
इकट्ठा किया हुआ या एक जगह लाया हुआ।
Brought together in one place.
ಸ್ಥಾಪನೆ