ಅರ್ಥ : କୌଣସି କର୍ମଚାରୀଙ୍କୁ ଯାତ୍ରା ଆଦି ସମୟରେ ବା କୌଣସି ଅତିରିକ୍ତ କାର୍ଯ୍ୟ କରିବାପାଇଁ ଯେଉଁ ଦୈନିକ ବା ମାସିକ ଖର୍ଚ୍ଚ ମିଳେ
ಉದಾಹರಣೆ :
ଆପଣଙ୍କୁ କେତେ ଆବାସିକ ଭତ୍ତା ମିଳୁଛି
ಸಮಾನಾರ್ಥಕ : ଭତ୍ତା
ಇತರ ಭಾಷೆಗಳಿಗೆ ಅನುವಾದ :
An amount allowed or granted (as during a given period).
Travel allowance.