ಅರ್ಥ : ଛୋଟ ଗଛରୁ ପ୍ରାପ୍ତ ଗୋଟିଏ ସୁନ୍ଦର ଫୁଲ
ಉದಾಹರಣೆ :
ମାଳୀ କାଞ୍ଚନ ଫୁଲର ମାଳ ତିଆରି କରୁଥିଲା
ಸಮಾನಾರ್ಥಕ : କାଞ୍ଚନ ଫୁଲ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଏକ ବହୁମୂଲ୍ୟ ହଳଦିଆ ଧାତୁ ଯେଉଁଥିରୁ ଗହଣାଆଦି ତିଆରି ହୁଏ
ಉದಾಹರಣೆ :
ଆଜିକାଲି ସୁନାର ମୂଲ୍ୟ ଆକାଶ ଛୁଇଁଲାଣି ଚୈତନ୍ୟ ମହାପୁରୁଷଙ୍କ ଶରୀରରୁ ସୁନା ଭଳି ଆଭା ବାହାରୁଥିଲା
ಸಮಾನಾರ್ಥಕ : କନକ, ସୁନା, ସୁବର୍ଣ୍ଣ, ହାଟକ, ହେମ
ಇತರ ಭಾಷೆಗಳಿಗೆ ಅನುವಾದ :
एक बहुमूल्य पीली धातु जिसके गहने आदि बनते हैं।
आजकल सोने का भाव आसमान छू रहा है।ಅರ್ಥ : ଗୋଟିଏ ଛୋଟ ଗଛ ଯେଉଁଥିରେ ସୁନ୍ଦର ଫୁଲ ଧରେ
ಉದಾಹರಣೆ :
ମାଳି କାଞ୍ଚନ ଡାଳଗୁଡ଼ିକୁ ନୁଆଁଇ ଫୁଲ ତୋଳୁଛି
ಸಮಾನಾರ್ಥಕ : କାଞ୍ଚନ ଗଛ
ಇತರ ಭಾಷೆಗಳಿಗೆ ಅನುವಾದ :
Small East Indian tree having orchid-like flowers and hard dark wood.
bauhinia variegata, mountain ebony, orchid tree