ಅರ್ಥ : କାଠ, ମାଟି, ପଥରଆଦିରେ ପାଣିରଖିବା ନିମନ୍ତେ ତିଆରି ହୋଇଥିବା ଗଭୀର ପାତ୍ର
ಉದಾಹರಣೆ :
କୁଣ୍ଡଟି ପାଣିରେ ଭର୍ତ୍ତି ହୋଇଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜଳସେଚନପାଇଁ କୂଅରୁ ପାଣି ବାହାର କରିବାର ଏକ ପାତ୍ର
ಉದಾಹರಣೆ :
କୃଷକ କୁଣ୍ଡଦ୍ୱାରା ପାଣି ବାହାର କରି କ୍ଷେତରେ ଜଳସେଚନ କରୁଛି
ಇತರ ಭಾಷೆಗಳಿಗೆ ಅನುವಾದ :
सिंचाई के लिए कुएँ से पानी निकालने का एक प्रकार का डोल।
किसान कूँड़ द्वारा पानी निकाल कर खेत की सिंचाई कर रहा है।ಅರ್ಥ : ମାଟିରେ ତିଆରି ଏକ ପ୍ରକାରର ବାସନ
ಉದಾಹರಣೆ :
କୁଣ୍ଡରେ ପାଣି ଗରମ କରାଯାଏ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ତରଳ ପଦାର୍ଥ ବା ଗ୍ୟାସ୍ ରଖିବାପାଇଁ ଏକ ଢାଙ୍କୁଣିବାଲା କୁଣ୍ଡ
ಉದಾಹರಣೆ :
ଟାଙ୍କିରେ ପାଣି ଭର୍ତ୍ତିକରି ରଖ କାରଣ କାଲି ପାଣି ଆସିବନାହିଁ
ಸಮಾನಾರ್ಥಕ : ଟାଙ୍କି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଛୋଟ ନନ୍ଦିଆ
ಉದಾಹರಣೆ :
ଶୀଲା ବାଛୁରୀକୁ କୁଣ୍ଡରେ ପାଣି ପେଉଛି
ಇತರ ಭಾಷೆಗಳಿಗೆ ಅನುವಾದ :