ಅರ್ಥ : ଇଟା,ପଥର,କାଠଆଦି ଦ୍ୱାରା ପ୍ରାୟ ସ୍ଥାୟୀ ରୂପରେ ପ୍ରସ୍ତୁତ ଏପରି କୌଣସି ନିର୍ମାଣ ଯେଉଁଥିରେ ଛାତ ଓ ପାଚେରିଥାଏ ଏବଂ ଯାହା ବାସ୍ତୁର ଅନ୍ତର୍ଗତ ହୋଇଥାଏ
ಉದಾಹರಣೆ :
ଏହି ଭବନ ନିର୍ମାଣପାଇଁ ତିନି ବର୍ଷ ଲାଗିଗଲା
ಸಮಾನಾರ್ಥಕ : ବିଲ୍ଡ଼ିଙ୍ଗ୍, ଭବନ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଘରର ଉପରି ଭାଗ ଯାହା ଅନୁଚ୍ଚ କାନ୍ଥଦ୍ୱାରା ଘେରା ହୋଇଥାଏ
ಉದಾಹರಣೆ :
ପିଲାମାନେ କୋଠା ଉପରେ ଖୁସିରେ ଡିଆଁଡେଇଁ କରୁଛନ୍ତି
ಇತರ ಭಾಷೆಗಳಿಗೆ ಅನುವಾದ :