ಅರ್ಥ : ଘର, ଗାଡ଼ି, ଜାହାଜ ଆଦିର ପାଚେରୀ ବା ଛାତ ଉପରେ ପବନ ତଥା ଆଲୋକ ଆସିବା ନିମନ୍ତେ ତିଆରି ହୋଇଥିବା ଖୋଲା ଅଂଶକୁ ଖୋଲିବା ତଥା ବନ୍ଦ କରିବା ନିମନ୍ତେ ତିଆରି ହୋଇଥିବା କାଠ ବା ଧାତୁର ସଂରଚନା ଯେଉଁଥିରେ କାଚ ଆଦି ଲାଗିଥାଏ
ಉದಾಹರಣೆ :
କେହି କାରର ଝରକା କାଚକୁ ଭାଙ୍ଗି ଦେଇଛି
ಸಮಾನಾರ್ಥಕ : ଝରକା
ಇತರ ಭಾಷೆಗಳಿಗೆ ಅನುವಾದ :
घर, गाड़ी, जहाज आदि की दीवारों या छतों पर हवा तथा प्रकाश आने के लिए बनाए गए खुले भाग को खोलने तथा बंद करने के लिए बनी लकड़ी या धातु की संरचना जिसमें काँच आदि लगे होते हैं।
किसी ने कार की खिड़की का काँच तोड़ दिया है।A framework of wood or metal that contains a glass windowpane and is built into a wall or roof to admit light or air.
windowಅರ್ಥ : ପବନ ଓ ଆଲୋକ ଆସିବା ନିମନ୍ତେ କାନ୍ଥରେ ତିଆରି ହୋଇଥିବା ଜାଲିଯୁକ୍ତ ବଡ କଣା
ಉದಾಹರಣೆ :
ଘରକୁ ବାୟୁଯୁକ୍ତ କରିବାପାଇଁ ସେ ପ୍ରତ୍ୟେକ କୋଠରୀରେ ଝରକା ଲଗାଇଛି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଜଣେ ପୌରାଣିକ ବାନର
ಉದಾಹರಣೆ :
ରାମଙ୍କ ସେନାରେ ଗବାକ୍ଷ ଜଣେ ସେନାପତି ଥିଲେ
ಇತರ ಭಾಷೆಗಳಿಗೆ ಅನುವಾದ :
An imaginary being of myth or fable.
mythical being