ಅರ್ಥ : ଗମ୍ଭୀର ହେବାର ଗୁଣ କିମ୍ବା ଭାବ
ಉದಾಹರಣೆ :
ସେ ସେହି ଘଟଣାର ଗଭୀରକୁ ଗଲା ସେ ଏହି କଥାର ଗଭୀରତା ବୁଝିପାରୁ ନାହିଁ ସେ ରାତିର ଗହନତାରେ ବୁଲୁଥିଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଯାହାର ଅବୟବ ବା ଅଂଶ ପାଖକୁପାଖ ବା ଖୁନ୍ଦାଖିନ୍ଦି ଥାଏ ବା ଯାହା ବହୁତ ଲାଗିଲାଗି ରହିଛି
ಉದಾಹರಣೆ :
ଶିକାର ଘଞ୍ଚବଣରେ ପଶିଗଲା ଏବଂ ଶିକାରୀ ଖାଲି ହାତରେ ଫେରିଲା
ಇತರ ಭಾಷೆಗಳಿಗೆ ಅನುವಾದ :