ಅರ್ಥ : ବେଦ ପଢାଉଥିବା ଲୋକ
ಉದಾಹರಣೆ :
ଭୋର ଚାରିଟାରେ ଏବଂ ସଂଧ୍ୟାବେଳେହିଁ ଆମ ଆଚାର୍ଯ୍ୟ ପାଠପଢାନ୍ତି
ಸಮಾನಾರ್ಥಕ : ଆଚାର୍ଯ୍ୟ, ଗୁରୁଦେବ, ଶିକ୍ଷାଗୁରୁ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ସୌରଜଗତର ପଞ୍ଚମ ଗ୍ରହ ଯିଏ ପୃଥିବୀଠାରୁ ବହୁତ ଦୂରରେ ଅଛନ୍ତି
ಉದಾಹರಣೆ :
ବୃହସ୍ପତି ସବୁ ଗ୍ରହଙ୍କ ମଧ୍ୟରେ ବଡ଼
ಇತರ ಭಾಷೆಗಳಿಗೆ ಅನುವಾದ :
सौर जगत का पाँचवा ग्रह जो पृथ्वी से बहुत दूर है।
बृहस्पति सब ग्रहों से बड़ा है।The largest planet and the 5th from the sun. Has many satellites and is one of the brightest objects in the night sky.
jupiterಅರ್ಥ : ଯେ କୌଣସି କଳା,ଗୁଣ ଆଦିରେ ଅନ୍ୟଠାରୁ ଅଧିକ
ಉದಾಹರಣೆ :
କଂପ୍ୟୁଟର ସମ୍ବନ୍ଧୀୟ ତଥ୍ୟ ବିଷୟରେ ଆଶିଷ ତୁମର ଗୁରୁ
ಇತರ ಭಾಷೆಗಳಿಗೆ ಅನುವಾದ :
वह जो किसी कला,गुण आदि में किसी से बढ़कर हो।
कम्प्यूटर संबंधी जानकारी के मामले में आशीष तुम्हारा बाप है।ಅರ್ಥ : ସବୁ ଦେବତାଙ୍କ ଗୁରୁ ହୋଇଥିବା ଜଣେ ଦେବତା
ಉದಾಹರಣೆ :
ବିପଦ ସମୟରେ ବୃହସ୍ପତି ଦେବତାମାନଙ୍କୁ ସାହାଯ୍ୟ କରିଥାନ୍ତି
ಸಮಾನಾರ್ಥಕ : ଦେବଗୁରୁ, ଦେବାଚାର୍ଯ୍ୟ, ବୃହସ୍ପତି, ସୁରାଚାର୍ଯ୍ୟ
ಇತರ ಭಾಷೆಗಳಿಗೆ ಅನುವಾದ :
एक देवता जो सब देवताओं के गुरु हैं।
आपत्तिकाल में बृहस्पति देवताओं की मदद करते हैं।Personification of the power of ritual devotion.
brihaspatiಅರ್ಥ : ଉପନୟନ ଅବସରରେ ଗାୟତ୍ରୀ ମନ୍ତ୍ରର ଉପଦେଶ ଦେଉଥିବା ଲୋକ
ಉದಾಹರಣೆ :
ଆଚାର୍ଯ୍ୟ ମହାଶୟ ପିଲାର କାନରେ ଗାୟତ୍ରୀ ମନ୍ତ୍ର କହି ନିଜ ସ୍ଥାନରେ ବସିଲେ
ಇತರ ಭಾಷೆಗಳಿಗೆ ಅನುವಾದ :