ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ଚତୁର୍ମାସ୍ୟା ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ଚତୁର୍ମାସ୍ୟା   ବିଶେଷ୍ୟ

ಅರ್ಥ : ଯେଉଁ ଋତୁ ବା ମାସରେ ବର୍ଷା ହୁଏ

ಉದಾಹರಣೆ : କେବେ କେବେ ବର୍ଷାକାଳରେ ଏତେ ବର୍ଷା ହୁଏ ଯେ କେତେକ କ୍ଷେତ୍ରରେ ବନ୍ୟା ଆସିଯାଏ

ಸಮಾನಾರ್ಥಕ : ଜଳଦ କାଳ, ପ୍ରାବୃଟ କାଳ, ବର୍ଷା ଋତୁ, ବର୍ଷାକାଳ


ಇತರ ಭಾಷೆಗಳಿಗೆ ಅನುವಾದ :

वह ऋतु या महीने जिसमें पानी बरसता है।

कभी-कभी बरसात में इतना पानी बरसता है कि कई क्षेत्रों में बाढ़ आ जाती है।
इड़, चातकनंदन, चातकनन्दन, जलदकाल, जलार्णव, तोयदागम, पावस, प्राविट, बरसात, बारिश, वर्षा, वर्षा ऋतु, वर्षा काल, वर्षाकाल

Rainy season in southern Asia when the southwestern monsoon blows, bringing heavy rains.

monsoon

ಅರ್ಥ : ଆଷାଢ ଶୁକ୍ଳ ଏକାଦଶୀ ଠାରୁ କାର୍ତ୍ତିକ ଶୁକ୍ଳ ଏକାଦଶୀ ପର୍ଯ୍ୟନ୍ତ ଚାରି ମାସ ସମୟ

ಉದಾಹರಣೆ : ଚତୁର୍ମାସ୍ୟାରେ ଲୋକେ ଧାର୍ମିକ ବ୍ରତ ପାଳନ କରନ୍ତି

ಸಮಾನಾರ್ಥಕ : ଚାତୁର୍ମାସ୍ୟା