ಪುಟದ ವಿಳಾಸವನ್ನು ನಕಲಿಸಿ ಟ್ವಿಟರ್ ನಲ್ಲಿ ಹಂಚಿಕೊಳ್ಳಿ ವಾಟ್ಸಪ್ ನಲ್ಲಿ ಹಂಚಿಕೊಳ್ಳಿ ಫೇಸ್ಬುಕ್ ನಲ್ಲಿ ಹಂಚಿಕೊಳ್ಳಿ
ಗೂಗಲ್ ಪ್ಲೇನಲ್ಲಿ ಪಡೆಯಿರಿ
ಸಮಾನಾರ್ಥಕ ಮತ್ತು ವಿರೋಧಾಭಾಸಗಳೊಂದಿಗೆ ଓଡ଼ିଆ ನಿಘಂಟಿನಿಂದ ଚରଣ ಪದದ ಅರ್ಥ ಮತ್ತು ಉದಾಹರಣೆಗಳು.

ଚରଣ   ବିଶେଷ୍ୟ

ಅರ್ಥ : ପଦ୍ୟ ବା ଶ୍ଳୋକର ଏକ ଚତୁର୍ଥାଂଶ

ಉದಾಹರಣೆ : ଏହି ଦୋହାର ପ୍ରଥମ ପାଦର ଅର୍ଥ ସ୍ପଷ୍ଟ କର

ಸಮಾನಾರ್ಥಕ : ପାଦ


ಇತರ ಭಾಷೆಗಳಿಗೆ ಅನುವಾದ :

पद्य या श्लोक का चतुर्थांश।

इस दोहे के पहले चरण का अर्थ स्पष्ट करो।
चरण, पद

ಅರ್ಥ : ଅଙ୍ଗ ବା ଅବୟବରୁ କୌଣସି ଗୋଟିଏ ଯାହାକୁ ଯୋଗକଲେ କୌଣସି ଜିନିଷ ତିଆରି ହୁଏ

ಉದಾಹರಣೆ : ଏହି ଯନ୍ତ୍ରର ସବୁ ଅଂଶ ଗୋଟିଏ କାରଖାନାରେ ତିଆରି ହୋଇଛି ଏହାର ଆର ପାଦରେ ଆମେମାନେ ଆପଣମାନଙ୍କୁ ଏକ ନାଟକ ଦେଖାଇବୁ

ಸಮಾನಾರ್ಥಕ : ଅଂଶ, ଖଣ୍ଡ, ଖଣ୍ଡିତାଂଶ, ପାଦ, ବିଭାଗ, ଭାଗ


ಇತರ ಭಾಷೆಗಳಿಗೆ ಅನುವಾದ :

उन अंगों या अवयवों में से कोई एक, जिनके योग से कोई वस्तु बनी हो।

बच्चे ने खिलौने का एक-एक भाग अलग कर दिया।
अंग, अंश, अंशक, कल, खंड, खण्ड, टुकड़ा, पुरज़ा, पुरजा, पुर्ज़ा, पुर्जा, भंग, भङ्ग, भाग, विभाग, हिस्सा

Something determined in relation to something that includes it.

He wanted to feel a part of something bigger than himself.
I read a portion of the manuscript.
The smaller component is hard to reach.
The animal constituent of plankton.
component, component part, constituent, part, portion

ಅರ್ಥ : କୌଣସି ଲୋକର ଗୋଡ଼ର ସବୁଠାରୁ ନୀଚ ଅଂଶ ଯାହା ଉପରେ ସେ ଠିଆ ହୁଏ ବା ଯାହାଦ୍ୱାରା ସେ ଚାଲେ

ಉದಾಹರಣೆ : କର୍ମଚାରୀ ଜଣଙ୍କ ଅଧିକାରୀଙ୍କ ପାଦତଳେ ପଡ଼ି କରୁଣ ଭାବେ ପ୍ରାର୍ଥନା କଲା

ಸಮಾನಾರ್ಥಕ : ପଦ, ପାଦ


ಇತರ ಭಾಷೆಗಳಿಗೆ ಅನುವಾದ :

व्यक्ति की टाँग का टखने के नीचे का भाग।

कर्मचारी अधिकारी के पैरों पर गिरकर गिड़गिड़ाने लगा।
अंघ्रि, कदम, क़दम, चरण, पग, पद, पाँव, पाद, पैर, पौ

The part of the leg of a human being below the ankle joint.

His bare feet projected from his trousers.
Armored from head to foot.
foot, human foot, pes