ಅರ್ಥ : ଭୟ, ଚିନ୍ତାଆଦି କାରଣରୁ ମସ୍ତିଷ୍କର ଶିରା ପ୍ରଶିରାରେ ଅସ୍ଥିରତାର କ୍ରିୟା ଯାହାଦ୍ୱାରା ଚିନ୍ତା ବଢ଼ିଯାଏ
ಉದಾಹರಣೆ :
ମାନସିକ ଅସ୍ଥିରତା କାରଣରୁ ତାର ଦେହ ଖରାପ ହୋଇଗଲା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବିଚାର କରିବା କ୍ରିୟା ବା ଭାବ
ಉದಾಹರಣೆ :
ବହୁତ ବିଚାର କରିବାପରେ ଆମେ ସମସ୍ୟା ସମାଧାନର ମାର୍ଗ ଖୋଜିପାଇଲୁ
ಸಮಾನಾರ್ಥಕ : ଚିନ୍ତନ, ବିଚାର, ବିବେଚନା, ମନନ
ಇತರ ಭಾಷೆಗಳಿಗೆ ಅನುವಾದ :
विचार करने की क्रिया या भाव।
बहुत चिंतन के बाद हमने समस्या का हल ढूँढ़ निकाला।The process of using your mind to consider something carefully.
Thinking always made him frown.ಅರ್ಥ : ମନରେ ଉତ୍ପନ୍ନ ହେଉଥିବା କଥା
ಉದಾಹರಣೆ :
ମୋର ଚିନ୍ତା ହେଉଛି ଯେ ଏହି କାମ ବର୍ତ୍ତମାନ ହୋଇଯିବା କଥା ବିଚାର ଉପରେ ବିବେକର ଅବଶ୍ୟ ଅଙ୍କୁଶ ରହିବା ଆବଶ୍ୟକ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଦ୍ୱିଧା, ଅଶାନ୍ତି, କଠିନତା ତଥା ବ୍ୟାକୁଳତାରୁ ଉତ୍ପନ୍ନ ହେଉଥିବା ମନୋଦଶା
ಉದಾಹರಣೆ :
ମୋତେ ଦିନରାତି ଏହି ଚିନ୍ତା ଲାଗିରହିଛି ଯେ ମୁଁ ଏହି କାମ କିଭଳି ଶୀଘ୍ରଶୀଘ୍ର ଶେଷ କରିବି
ಇತರ ಭಾಷೆಗಳಿಗೆ ಅನುವಾದ :