ಅರ್ಥ : ପୂର୍ବରୁ କେବେ କରିଥିବା ନିଜ ଉପକାର ବା ଅନ୍ୟର ଅପରାଧ ଉଲ୍ଲେଖ କରି କଷ୍ଟ ଦେବା
ಉದಾಹರಣೆ :
ଶ୍ୟାମ ତା ଅପଙ୍ଗ ଭାଈକୁ ବହୁତ ବିରକ୍ତ କରାଏ
ಸಮಾನಾರ್ಥಕ : କଷ୍ଟ ଦେବା, ବିରକ୍ତ କରିବା, ରଗାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାକୁ ଉତ୍ତେଜିତ କରିବା
ಉದಾಹರಣೆ :
ରାମୁ ମୋତେ ଟିହାଇଲା ଆଉ ମୁଁ ଶ୍ୟାମ ସହିତ ଲଢ଼ିବସିଲି
ಸಮಾನಾರ್ಥಕ : ଉତ୍ତେଜିତକରିବା, ଉସକେଇବା, ଟିହାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାର ମନରେ ସନ୍ତାପ,ଇର୍ଷା ଆଦି ଉତ୍ପନ୍ନ କରିବା
ಉದಾಹರಣೆ :
ବଡ଼ ଯା ନୂଆ ନୂଆ ଶାଢ଼ି ପିନ୍ଧି ତା ସାନ ଯାଆକୁ ଜଳଉଛି
ಸಮಾನಾರ್ಥಕ : ଇର୍ଷାନ୍ୱିତ କରାଇବା, ଜଳେଇବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी के मन में सन्ताप, ईर्ष्या आदि उत्पन्न करना।
जेठानी नये-नये कपड़े पहनकर अपनी देवरानी को जलाती है।