ಅರ್ಥ : ଦୂରକୁ ଦୌଡ଼ି ନ ପଳାଇବାପାଇଁ ଦୁଇଟି ଗାଈଙ୍କ ଗୋଡ଼କୁ ପରସ୍ପର ସହିତ ବାନ୍ଧିଦେବା
ಉದಾಹರಣೆ :
ଗାଈଚରାଳି ହଇରାଣ ହେବାରୁ ଦୁଇଟିଯାକ ଦୁଷ୍ଟଗାଈଙ୍କୁ ଛନ୍ଦିଦେଲା
ಸಮಾನಾರ್ಥಕ : ବାନ୍ଧିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାରିସହିତ ଲଢ଼ିବାପାଇଁ ତାକୁ କାବୁକରିବା
ಉದಾಹರಣೆ :
କୁସ୍ତିବାଜମାନେ ପରସ୍ପରକୁ ଛନ୍ଦିଥିଲେ
ಸಮಾನಾರ್ಥಕ : ଆୟତ୍ତକରିବା, କାବୁକରିବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ରସିଆଦିଦ୍ୱାରା ଗୋଡ଼ ଇତ୍ୟାଦି ବାନ୍ଧିବା ବା ଗଣ୍ଠି ପକାଇବା
ಉದಾಹರಣೆ :
ସେ ରୋଗଣା ମଇଁଷିକୁ ଇଞ୍ଜେକସନ ଦେବା ପୂର୍ବରୁ ତା ଆଗଗୋଡ଼କୁ ରସିରେ ବାନ୍ଧିଦେଲା
ಸಮಾನಾರ್ಥಕ : ଗଣ୍ଠି ପକାଇବା, ବାନ୍ଧିବା
ಇತರ ಭಾಷೆಗಳಿಗೆ ಅನುವಾದ :