ಅರ್ಥ : ଚିହ୍ନ, ସୂତ୍ର ଆଦିର ମାଧ୍ୟମରେ ବତାଇବା ବା ଖବର ଦେବା
ಉದಾಹರಣೆ :
ଆପଣ କଣ ଏହି ଦୁଇ ସହର ମଧ୍ୟରେ ଥିବା ଦୂରତାକୁ କି.ମି.ରେ ବତାଇବେ?
ಸಮಾನಾರ್ಥಕ : ଜ୍ଞାତ କରାଇବା, ବତାଇବା
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କୌଣସି ବସ୍ତୁ ଓ କାର୍ଯ୍ୟ ବିଷୟରେ ବର୍ଣ୍ଣନା କରିବା
ಉದಾಹರಣೆ :
ରହିମ ଆଜି ଆସିବନି ବୋଲି ସେ କହିଲା
ಸಮಾನಾರ್ಥಕ : କହିବା, ବତେଇବା, ସୂଚନା ଦେବା, ସୂଚିତ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :
किसी वस्तु, काम आदि के बारे में बताना।
उसने कहा कि रहीम आज नहीं आयेगा।ಅರ್ಥ : ଯାହା କାହାରି ମନରେ ନ ଥାଏ ତାକୁ ଜଣାଇ ତାଙ୍କ ମନମଧ୍ୟକୁ ଆଣିବା
ಉದಾಹರಣೆ :
ମୁଁ ତାଙ୍କୁ ଜଣାଇଲି ଯେ ମୁଁ ସବୁ ଭୁଲିଯାଇଛି ଜିଲ୍ଲାଧିକାରୀଙ୍କୁ ଘେରାଉକରି କୃଷକମାନେ ତାଙ୍କ ବିରୋଧର ସୂଚନା ଦେଲେ
ಸಮಾನಾರ್ಥಕ : ଜ୍ଞାତ କରିବା, ସୂଚନାଦେବା, ସୂଚିତକରିବା
ಇತರ ಭಾಷೆಗಳಿಗೆ ಅನುವಾದ :