ಅರ್ಥ : ଠକିବାର କାମ
ಉದಾಹರಣೆ :
ପୋଲିସ ରେଳଗାଡ଼ିରେ ଠକାମି କରୁଥିବା ଦୁଇଜଣ ଠକଙ୍କୁ ଧରିଲେ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାକୁ ପ୍ରତାରଣା କରି ନିଜର ସ୍ୱାର୍ଥପାଇଁ କରାଯାଇଥିବା କାମ
ಉದಾಹರಣೆ :
ସେ ଛଳନା କରି ପୂରା ସଂପତ୍ତିକୁ ନିଜ ନାମରେ କରାଇ ନେଲା ସେ ନିଜ ଛଳନାରେ କୃତକାର୍ଯ୍ୟ ହୋଇପାରିଲା ନାହିଁ
ಇತರ ಭಾಷೆಗಳಿಗೆ ಅನುವಾದ :
वह काम जो किसी को धोखे में डाल कर कोई स्वार्थ साधने के लिए किया जाए।
उसने छल से पूरी जायदाद अपने नाम करा ली।