ಸದಸ್ಯನಾಗು
ಪುಟ ವಿಳಾಸವನ್ನು ಕ್ಲಿಪ್ ಬೋರ್ಡ್ ಗೆ ನಕಲಿಸಿ.
ಅರ್ಥ : କୌଣସି ପୂରା ତଥ୍ୟ, ପଦାର୍ଥ, କଥାଆଦି ସବୁ ତତ୍ତ୍ୱର ମୁଖ୍ୟ ଅଭିପ୍ରାୟ
ಉದಾಹರಣೆ : ଶିକ୍ଷକ ବିଦ୍ୟାର୍ଥୀଙ୍କୁ କାହାଣୀର ସାରାଂଶ ଲେଖିବାକୁ କହିଲେ
ಸಮಾನಾರ್ಥಕ : ଭାବାର୍ଥ, ସାରାଂଶ
ಇತರ ಭಾಷೆಗಳಿಗೆ ಅನುವಾದ :हिन्दी English
किसी पूरे तथ्य, पदार्थ, कथन आदि के सब तत्वों आदि का मुख्य आशय।
A sketchy summary of the main points of an argument or theory.
ಅರ್ಥ : ସେହି ଅଭିପ୍ରାୟ ବା ଉଦ୍ଦେଶ୍ୟ ଯାହା କୌଣସି ଶବ୍ଦ,ପଦ ବା ବାକ୍ୟଆଦିରୁ ବାହାରେ ଏବଂ ଯାହାକୁ ବୁଝାଇବପାଇଁ ସେ ଶବ୍ଦ ବା ପଦ ଲୋକରେ ପ୍ରଚଳିତ ହୁଏ
ಉದಾಹರಣೆ : ବେଳେବେଳେ ସୁରଦାଶଙ୍କ ପଦର ଅର୍ଥ ବାହାର କରିବା କଷ୍ଟକର ହୋଇଥାଏ
ಸಮಾನಾರ್ಥಕ : ଅଭିପ୍ରାୟ, ଅର୍ଥ, ଭାବ, ମାନେ
वह संकल्पना जो किसी शब्द, पद या वाक्य आदि से निकलता है और जिसका बोध कराने के लिए वह शब्द या पद लोक में प्रचलित होता है।
The idea that is intended.
ಸ್ಥಾಪನೆ