ಅರ್ಥ : ବଳ ପ୍ରୟୋଗଦ୍ୱାରା ବିରୋଧ, ଉପଦ୍ରବ, ବିଦ୍ରୋହଆଦିକୁ ଦମନ କରିବାର କ୍ରିୟା
ಉದಾಹರಣೆ :
ଇଂରେଜମାନେ ବାରମ୍ବାର ପରାଧୀନ ଭାରତୀୟମାନଙ୍କର ବିରୋଧକୁ ଦମନ କରିଥିଲେ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ବିରୋଧ, ଉପଦ୍ରବ, ବିଦ୍ରୋହ ଇତ୍ୟାଦିକୁ ବଳ ପ୍ରୟୋଗଦ୍ୱାରା ଦମନ କରିବା
ಉದಾಹರಣೆ :
ଆମେ ନିଜର ଇଚ୍ଛାକୁ ଦମନ କରୁ ପରାଧୀନ ଭାରତରେ ଇଂରେଜମାନେ ଭାରତୀୟମାନଙ୍କୁ ଦବେଇକି ରଖିଥିଲେ
ಸಮಾನಾರ್ಥಕ : ଚ୍ପାଇ ରଖିବା, ଦବେଇକି ରଖିବା, ଦମନ କରିବା, ଦମିତ କରିବା
ಇತರ ಭಾಷೆಗಳಿಗೆ ಅನುವಾದ :