ಅರ್ಥ : ସୌରଜଗତର ସେହିଗ୍ରହ ଯାହା ଉପରେ ଆମେ ସବୁ ବାସ କରୁଛୁଁ
ಉದಾಹರಣೆ :
ଚନ୍ଦ୍ର ପୃଥିବୀର ଏକ ଉପଗ୍ରହ ହିନ୍ଦୁ ଧର୍ମଗ୍ରନ୍ଥ ଅନୁସାରେ ପୃଥିବୀ ଶେଷନାଗଙ୍କ ଫଣା ଉପରେ ତିଷ୍ଠି ରହିଛି
ಸಮಾನಾರ್ಥಕ : ଅଚଳା, ଅବନୀ, ଧରା, ଧରିତ୍ରୀ, ପୃଥିବୀ, ପୃଥ୍ୱୀ, ବସୁଧା, ବସୁନ୍ଧରା, ମହୀ, ମାଟିମା’, ରସା
ಇತರ ಭಾಷೆಗಳಿಗೆ ಅನುವಾದ :
सौर जगत का वह ग्रह जिस पर हम लोग निवास करते हैं।
चन्द्रमा पृथ्वी का एक उपग्रह है।ಅರ್ಥ : ହିନ୍ଦୁ ଧର୍ମଗ୍ରନ୍ଥରେ ବର୍ଣ୍ଣିତ ଜଣେ ଦେବୀ ଯେ ସମଗ୍ର ସଂସାରକୁ ଧାରଣ କରିଛନ୍ତି
ಉದಾಹರಣೆ :
ଧର୍ମଗ୍ରନ୍ଥରେ ପୃଥିବୀଙ୍କୁ ଭଗବାନ ବିଷ୍ଣୁଙ୍କ ପତ୍ନୀ ବୋଲି କୁହାଯାଇଛି
ಸಮಾನಾರ್ಥಕ : ଅବନୀ, କ୍ଷିତି, ଧରା, ଧରିତ୍ରୀ, ପୃଥିବୀ, ପୃଥ୍ୱୀ, ବସୁଧା, ବସୁନ୍ଧରା, ଭୂ-ଦେବୀ
ಇತರ ಭಾಷೆಗಳಿಗೆ ಅನುವಾದ :
हिन्दू धर्म ग्रंथों में वर्णित एक देवी जो सारे संसार को धारण की हुई हैं।
धर्म ग्रंथों में पृथ्वी को भगवान विष्णु की पत्नी कहा गया है।A Hindu goddess who releases from sin or disease. Mother of the Adityas.
aditi