ಅರ್ಥ : ଗୋଟିଏ ପରେ ଗୋଟିଏ ଘଟୁଥିବା ଘଟଣା ବା ଲଗାତାରଭାବେ ବିଚାରଆଦିର ପ୍ରଭାବଶାଳୀ କ୍ରମ
ಉದಾಹರಣೆ :
ଏହି ଲେଖାରେ ଲେଖକଙ୍କ ବିଚାରଶକ୍ତିର ପ୍ରବାହ ରହିଛି କାବ୍ୟଗୋଷ୍ଠୀରେ କବିତାଗୁଡ଼ିକର ଧାରା ଶ୍ରୋତାମାନଙ୍କୁ ବାନ୍ଧିରଖିଥିଲା
ಸಮಾನಾರ್ಥಕ : ପ୍ରବାହ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ପ୍ରବାହିତ ହେଉଥିବା ବା ପ୍ରବାହିତ ତରଳ ପଦାର୍ଥ
ಉದಾಹರಣೆ :
ନଦୀର ଧାରାକୁ ରୋକି ବନ୍ଧ ବନ୍ଧାଯାଏ
ಸಮಾನಾರ್ಥಕ : ପ୍ରବାହ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଯାହା ପ୍ରଚୁର ପରିମାଣରେ ବା ବହୁମାତ୍ରାରେ ଅଚାନକ ବା ପ୍ରଚଣ୍ଡ ରୂପରେ ବାହାରି ଆସେ
ಉದಾಹರಣೆ :
ତା ମୁହଁରୁ ବାହାରୁଥିବା ଭର୍ତ୍ସନାର ସ୍ରୋତ ବନ୍ଦ ହେଉନାହିଁ
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଅନେକଦିନରୁ ଚଳିଆସୁଥିବା କିଛି ପରମ୍ପରା, ରୀତି ବା ବିଧି ଆଦି ପ୍ରସଙ୍ଗଗୁଡିକ ମଧ୍ୟରେ କେତୋଟି ପ୍ରତିଷ୍ଠା ବା ମର୍ଯ୍ୟଦା ସୂଚକ ହୋଇଥିବାବେଳେ ଅନ୍ୟ କେତୋଟିର ପ୍ରସଙ୍ଗଗୁଡିକୁ ବର୍ଜନୀୟ ତଥା ନିନ୍ଦନୀୟ ରୂପେ ଗ୍ରହଣ କରାଯାଏ
ಉದಾಹರಣೆ :
କେହିତ ଜଣେ ଅଛି ଯେ ନିୟମରୁ ଅପସରି ଚିନ୍ତା କରେ
ಸಮಾನಾರ್ಥಕ : ଚଳଣି, ନିୟମ, ପରମ୍ପରା, ଶୃଙ୍ଖଳା
ಇತರ ಭಾಷೆಗಳಿಗೆ ಅನುವಾದ :
आचरण या लोक-व्यवहार के क्षेत्र में बहुत दिनों से चली आई हुई कोई परम्परा, रीति या विधि जो कुछ प्रसंगों में तो प्रतिष्ठा या मर्यादा का सूचक होती है और कुछ प्रसंगों में त्याज्य तथा निंदनीय भी मानी जाती है।
कोई तो है जो लीक से हटकर सोचता है।ಅರ್ಥ : ପ୍ରତିବଦ୍ଧତା ହେବାର ଅବସ୍ଥା ବା ଭାବ
ಉದಾಹರಣೆ :
ବୈବାହିକ ପ୍ରତିବଦ୍ଧତାକୁ ପାଳନ କରିବା ଦରକାର
ಸಮಾನಾರ್ಥಕ : ପ୍ରତିବଦ୍ଧତା, ବିଶ୍ବାସ
ಇತರ ಭಾಷೆಗಳಿಗೆ ಅನುವಾದ :
The act of binding yourself (intellectually or emotionally) to a course of action.
His long commitment to public service.