ಅರ್ಥ : କୌଣସି ଶବ୍ଦ, ବାକ୍ୟ, ଲେଖା ଆଦିକୁ ଦେଖି ସେଗୁଡ଼ିକୁ ଆକ୍ଷରିକଭାବେ ଲେଖିବାର ପ୍ରକ୍ରିୟା
ಉದಾಹರಣೆ :
ଶିକ୍ଷକ ଦୁଇଜଣ ପରୀକ୍ଷାର୍ଥୀଙ୍କୁ କପି କଲାବେଳେ ଧରିଲେ
ಸಮಾನಾರ್ಥಕ : କପି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : କାହାର ହାବଭାବ ଅଥବା କଥାବାର୍ତ୍ତାର ଭଲରେ କରାଯାଉଥିବା ଅନୁକରଣ
ಉದಾಹರಣೆ :
ଛୋଟପିଲା ନିଜ ଜେଜେଙ୍କ ଅନୁକରଣ କରୁଛି
ಸಮಾನಾರ್ಥಕ : ଅନୁକରଣ
ಇತರ ಭಾಷೆಗಳಿಗೆ ಅನುವಾದ :
A representation of a person that is exaggerated for comic effect.
caricature, imitation, impersonationಅರ್ಥ : ଯେଉଁ କାଗଜ ଉପରେ କୌଣସି ଲେଖା ବା ବିବରଣ ଉତୁରା ଯାଇଥାଏ
ಉದಾಹರಣೆ :
ବୋର୍ଡ଼ ପରୀକ୍ଷାରେ ନକଲ କରିବାପାଇଁ ପିଲାମାନେ କପି ତିଆରି କରୁଛନ୍ତି
ಸಮಾನಾರ್ಥಕ : କପି
ಇತರ ಭಾಷೆಗಳಿಗೆ ಅನುವಾದ :
ಅರ್ಥ : ଦେଖାଦେଖିରେ କରାଯାଉଥିବା କାର୍ଯ୍ୟ
ಉದಾಹರಣೆ :
ଭଲ ଲୋକଙ୍କ ଅନୁକରଣ କରିବା ଉଚିତ୍
ಸಮಾನಾರ್ಥಕ : ଅନୁକରଣ, ଅନୁଗମନ, ଅନୁସରଣ
ಇತರ ಭಾಷೆಗಳಿಗೆ ಅನುವಾದ :
The act of imitating the behavior of some situation or some process by means of something suitably analogous (especially for the purpose of study or personnel training).
simulation